ଭୁବନେଶ୍ୱର କୋର୍ଟ ସମ୍ମୁଖରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ମହିଳାଙ୍କ ମୁଣ୍ଡ ଉପରେ ଚଢିଗଲା କାର୍‌

Madhusudan Das Picture
Published On

ଭୁବନେଶ୍ୱର: ଭୁବନେଶ୍ୱର କୋର୍ଟ ସମ୍ମୁଖରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ମହିଳାଙ୍କ ମୁଣ୍ଡ ଉପରେ ଚଢିଗଲା କାର୍‌ । ବାଇକରେ ଯାଉଥିବା ମହିଳାଙ୍କୁ ପିଟିଲା ଇନୋଭା କାର । ଗୁରୁତର ଅବସ୍ଥାରେ ମହିଳା ଜଣଙ୍କ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଦୁର୍ଘଟଣା ଘଟାଇଥିବା ଗାଡିର କାଗଜପତ୍ର ଯାଞ୍ଚ କରୁଛି ପୋଲିସ । ଡ୍ରାଇଭର ଜଣଙ୍କ ମଦ୍ୟପାନ କରି ଏଭଳି ଡ୍ରାଇଭ କରୁଥିବା ସାଧାରଣରେ ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ସିସିଟିଭି ଆଧାରରେ ତଦନ୍ତ ଚଳାଇଛି ।

ଆହୁରି ପଢ଼ନ୍ତୁ: ବିବାହ ପାଇଁ ପ୍ରେମିକା ମନା କରିବାରୁ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ମିଳିଥିବା ସୂଚନା ଅନୁସାରେ, ମହିଳା ତାଙ୍କ ସ୍ୱାମୀ ଓ ଛୋଟ ପିଲା ସହ ବାଇକରେ ଯାଉଥିଲେ । ଏହି ସମୟରେ ପଛ ପଟୁ ଇନୋଭା କାର୍‌ଟି ଦ୍ରୁତ ଗତିରେ ଆସି ଧକ୍କା ଦେଇଥିଲା । ଏହାପରେ ମହିଳା ଜଣଙ୍କ ତଳେ ପଡ଼ିଯାଇଥିଲେ । ଯାହାପରେ ଇନୋଭା କାର୍‌ଟି ମହିଳାଙ୍କ ମୁଣ୍ଡ ଉପରେ ଚଢାଇ ଦେଇଥିଲେ । 

ଆହୁରି ପଢ଼ନ୍ତୁ: ଏପ୍ରିଲ ୮ ତାରିଖରୁ ହେବ ବାହାର ରତ୍ନଭଣ୍ଡାର ଗଣତିମଣତି: ଆଇନ ମନ୍ତ୍ରୀ

23 Feb 2026 By Madhusudan Das

ଭୁବନେଶ୍ୱର କୋର୍ଟ ସମ୍ମୁଖରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ମହିଳାଙ୍କ ମୁଣ୍ଡ ଉପରେ ଚଢିଗଲା କାର୍‌

ଭୁବନେଶ୍ୱର: ଭୁବନେଶ୍ୱର କୋର୍ଟ ସମ୍ମୁଖରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ମହିଳାଙ୍କ ମୁଣ୍ଡ ଉପରେ ଚଢିଗଲା କାର୍‌ । ବାଇକରେ ଯାଉଥିବା ମହିଳାଙ୍କୁ ପିଟିଲା ଇନୋଭା କାର । ଗୁରୁତର ଅବସ୍ଥାରେ ମହିଳା ଜଣଙ୍କ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଦୁର୍ଘଟଣା ଘଟାଇଥିବା ଗାଡିର କାଗଜପତ୍ର ଯାଞ୍ଚ କରୁଛି ପୋଲିସ । ଡ୍ରାଇଭର ଜଣଙ୍କ ମଦ୍ୟପାନ କରି ଏଭଳି ଡ୍ରାଇଭ କରୁଥିବା ସାଧାରଣରେ ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ସିସିଟିଭି ଆଧାରରେ ତଦନ୍ତ ଚଳାଇଛି ।

ମିଳିଥିବା ସୂଚନା ଅନୁସାରେ, ମହିଳା ତାଙ୍କ ସ୍ୱାମୀ ଓ ଛୋଟ ପିଲା ସହ ବାଇକରେ ଯାଉଥିଲେ । ଏହି ସମୟରେ ପଛ ପଟୁ ଇନୋଭା କାର୍‌ଟି ଦ୍ରୁତ ଗତିରେ ଆସି ଧକ୍କା ଦେଇଥିଲା । ଏହାପରେ ମହିଳା ଜଣଙ୍କ ତଳେ ପଡ଼ିଯାଇଥିଲେ । ଯାହାପରେ ଇନୋଭା କାର୍‌ଟି ମହିଳାଙ୍କ ମୁଣ୍ଡ ଉପରେ ଚଢାଇ ଦେଇଥିଲେ । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର