ଭିଜିଲାନ୍ସ ଜାଲରେ ସମ୍ବଲପୁର ବରିଷ୍ଠ ରାଜସ୍ୱ ସହାୟକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ରେଡ୍‌

Madhusudan Das Picture
Published On

ସମ୍ବଲପୁର: ଭିଜିଲାନ୍ସ ଜାଲରେ ସମ୍ବଲପୁର ବରିଷ୍ଠ ରାଜସ୍ୱ ସହାୟକ । ସମ୍ବଲପୁର ସେଟଲମେଣ୍ଟ ଅଫିସର ବରିଷ୍ଠ ରାଜସ୍ୱ ସହାୟକ ବାସୁଦେବ ଭୋଇଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ । ବରଗଡ ସ୍ଥିତ ବାସଭବନ, ଚାରଭାଟିସ୍ଥିତ ଘର, ବରଗଡସ୍ଥିତ ପୈତୃକ ବାସଭବନ ଓ ସମ୍ବଲପୁର କାର୍ଯ୍ଯାଳୟରେ ଚଢାଉ ଜାରି ରହିଛି  । ଚଢ଼ାଉରେ ୨ ଡିଏସ୍‌ପି ଓ ୮ ଇନ୍ସପେକ୍ଟର ସାମିଲ ହୋଇଥିବା ନେଇ ସୂଚନା ମିଳିଛି । 

ଆହୁରି ପଢ଼ନ୍ତୁ: ଖରାଛୁଟି ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ଦେବାକୁ ସବୁ ଜିଲ୍ଲାପାଳଙ୍କୁ ଗଣଶିକ୍ଷା ବିଭାଗର ଚିଠି

24 Dec 2025 By Madhusudan Das

ଭିଜିଲାନ୍ସ ଜାଲରେ ସମ୍ବଲପୁର ବରିଷ୍ଠ ରାଜସ୍ୱ ସହାୟକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ରେଡ୍‌

ସମ୍ବଲପୁର: ଭିଜିଲାନ୍ସ ଜାଲରେ ସମ୍ବଲପୁର ବରିଷ୍ଠ ରାଜସ୍ୱ ସହାୟକ । ସମ୍ବଲପୁର ସେଟଲମେଣ୍ଟ ଅଫିସର ବରିଷ୍ଠ ରାଜସ୍ୱ ସହାୟକ ବାସୁଦେବ ଭୋଇଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ । ବରଗଡ ସ୍ଥିତ ବାସଭବନ, ଚାରଭାଟିସ୍ଥିତ ଘର, ବରଗଡସ୍ଥିତ ପୈତୃକ ବାସଭବନ ଓ ସମ୍ବଲପୁର କାର୍ଯ୍ଯାଳୟରେ ଚଢାଉ ଜାରି ରହିଛି  । ଚଢ଼ାଉରେ ୨ ଡିଏସ୍‌ପି ଓ ୮ ଇନ୍ସପେକ୍ଟର ସାମିଲ ହୋଇଥିବା ନେଇ ସୂଚନା ମିଳିଛି । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର