ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଟ୍ବିନ ସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡି ସହ ତୀବ୍ର ବୃଷ୍ଟିପାତ ସମ୍ଭାବନା

ଭୁବନେଶ୍ୱ: ଭୁବନେଶ୍ୱର ଏବଂ କଟକରେ ଆଗମୀ ୧ରୁ୨ ଘଣ୍ଟା ମଧ୍ୟରେ ବଜ୍ରପାତ ସହିତ ଗୋଟେ ଦୁଇଟି ସ୍ଥାନରେ ତୀବ୍ର ବୃଷ୍ଟିପାତ ସମ୍ଭାବନା ରହିଛି । ଏଥିସହିତ ଅନୁଗୁଳ, ଢେ଼ଙ୍କାନାଳ ଓ ଯାଜପୁର ଜିଲ୍ଲାର କେତେକ ଅଞ୍ଚଳରେ ଆଗମୀ ୨-୩ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.