ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କାଳବୈଶାଖୀ ହେଲା କାଳ; ବଜ୍ରାଘାତରେ ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ

ବାଲୁଗାଁ: କାଳବୈଶାଖୀ ଆଣି ଦେଲା କାଳ । ବଜ୍ରାଘାତରେ ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବାଣପୁର ଥାନା ଅନ୍ତର୍ଗତ ନଈରୀ ଗ୍ରାମର ନାରାୟଣ ବେହେରା (୫୮)। ସୂଚନା ଅନୁସାରେ, ନାରାୟଣ ଗ୍ରାମରେ ବସିଥିଵା ବେଳେ ବଜ୍ରାଘାତ ହୋଇଥିଲା। ଫଳରେ ଘଟଣା ସ୍ଥଳରେ ସେ ଗୁରୁତର ହୋଇ ପଡିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ସଂଗେ ସଂଗେ ଟାଙ୍ଗୀ ମେଡିକାଲରେ ଭର୍ତ୍ତି କରିଥିଲେ। ମାତ୍ର ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ।

Leave A Reply

Your email address will not be published.