ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବିଜୁଳି ଘଡ଼ଘଡ଼ି ମାରିବାରେ ଆଜି ସର୍ବକାଳୀନ ରେକର୍ଡ: ୩୦ ମିନିଟରେ ୫ ହଜାରରୁ ଅଧିକଥର ମାରିଲା ବିଜୁଳି

ଭୁବନେଶ୍ୱର: ରାଜ୍ୟରେ ପଶ୍ଚିମା ଝଡ଼଼ ପ୍ରଭାବରେ କାଳବୈଶାଖୀ ବର୍ଷା ଲାଗି ରହିଛି । ସପ୍ତାହେରୁ ଅଧିକ ସମୟ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ଲାଗି ରହିଥିବା ବେଳେ ଆଜି ଅପରାହ୍ଣରେ ଭଦ୍ରକ ଜିଲ୍ଲାର ବାସୁଦେବପୁର ଅଞ୍ଚଳରେ ଅଧଘଣ୍ଟା ଭିତରେ ୫ ହଜାରରୁ ଅଧିକ ଥର ବିଜୁଳି ମାରିଥିବା ସୂଚନା ମିଳିଛି । ୩୦ ମିନିଟରେ ବାସୁଦେବପୁର ଅଞ୍ଚଳରେ ୫ ହଜାର ୪ ଶହ ଥର ବିଜୁଳି ମାରିଛି । ତେବେ ଏହି ବିଜୁଳି ଓ ବଜ୍ରପାତରେ ୫ ଜଣଙ୍କ ମୃତ୍ଯୁ ଘଟିଥିବା ସୂଚନା ।

Leave A Reply

Your email address will not be published.