ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭିଜିଲାନ୍ସ ଜାଲରେ କଳାରାହାଙ୍ଗ ପ୍ରାଣୀଧନ ନିରୀକ୍ଷକ, ଏକକାଳୀନ ୯ଟି ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପ୍ରାଣୀଧନ ନିରୀକ୍ଷକ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଳାରାହାଙ୍ଗ ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ଘରେ ଚଢାଉ କରାଯାଇଛି। ୯ଟି ସ୍ଥାନରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ। ଭୁବନେଶ୍ୱରର ୮ଟି ସ୍ଥାନ ଓ କଟକ ଏବଂ ବାଙ୍କୀର ଗୋଟିଏ ସ୍ଥାନରେ ଚାଲିଛି ଚଢାଉ। କଳାରାହାଙ୍ଗ ଅଫିସ , ପୈତୃକ ଘର ସମେତ ୯ଟି ସ୍ଥାନରେ  ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଚଢ଼ାଉରେ ୫ ଡିଏସ୍‌ପି, ୧୦ ଇନ୍ସପେକ୍ଟରଙ୍କ ସହ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି।

Leave A Reply

Your email address will not be published.