ଲୋକସଭା ବାଚସ୍ପତି ଓମ୍ ବିର୍ଲା କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ଲୋକସଭା ବାଚସ୍ପତି ଓମ୍ ବିର୍ଲା କରୋନାରେ ସଂକ୍ରମିତ ହୋଇଛନ୍ତି। ଗତ ୧୯ ତାରିଖରେ ତାଙ୍କ କୋଭିଡ-୧୯ ପରୀକ୍ଷା ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ରବିବାର ଦିଲ୍ଲୀ ଏମ୍ସ ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି।
ଅଧିକ ପଢନ୍ତୁ
ସୂଚନା ଅନୁଯାୟୀ,୧୯ ମାର୍ଚ୍ଚରେ ତାଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଥିଲା ଏବଂ ୨୦ ମାର୍ଚ୍ଚରେ ସେ ଏମ୍ସ କୋଭିଡ୍ ସେଣ୍ଟର ଅଫ୍ ସର୍ଭିଲାନ୍ସରେ ଭର୍ତ୍ତି ହୋଇଛନ୍ତି। ସୂଚନା ଅନୁଯାୟୀ ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି।
ଏଥିସହିତ ପଢ଼ନ୍ତୁ