ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପ୍ରଭୁ ଶ୍ରୀ ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ, ହର ହର ମହାଦେବ ଧ୍ୱନିରେ ପ୍ରକମ୍ପିତ ହେଲା ମନ୍ଦିର ପରିସର

ଭୁବନେଶ୍ବର: ପ୍ରଭୁ ଶ୍ରୀ ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ । ବେଢ଼ା ପରିକ୍ରମା ପରେ ଲିଙ୍ଗରାଜ ମନ୍ଦିରର ଉପରକୁ ରାତି ୧୦ଟା ୨୦ ମିନିଟରେ ଉଠିଛି ମହାଦୀପ । ହର ହର ମହାଦେବ ଧ୍ୱନିରେ ପ୍ରକମ୍ପିତ ହେଲା ମନ୍ଦିର ପରିସର। କଟକଣା ପାଳନ କରି ଦୀପ ଜାଳିଥିଲେ ଶ୍ରଦ୍ଧାଳୁ। ମହାଦୀପ ଦର୍ଶନ ବେଳେ ଭାବ ବିହୋଳ ହୋଇପଡ଼ିଛନ୍ତି ଶ୍ରଦ୍ଧାଳୁ।

Leave A Reply

Your email address will not be published.