ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭିଜିଲାନ୍ସ ଜାଲରେ ମହାବିରୋଡ଼ ଫାଣ୍ଡି ଅଧିକାରୀ

କାମାକ୍ଷାନଗର/ଢେଙ୍କାନାଳ: ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ମହାବିରୋଡ଼ ଫାଣ୍ଡି ପୋଲିସ ଏସଆଇ ସମରେନ୍ଦ୍ର ସାମଲଙ୍କ ଘରେ ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ ଚଢଉ କରାଯାଇଛି । ଢେ଼ଙ୍କାନାଳ ଓ କଟକ ଭିଜିଲାନ୍ସ ବିଭାଗ ତରଫରୁ ଚଢ଼ାଉ ଜାରି ରହିଛି । ମହାବୀରରୋଡ଼ ଫାଣ୍ଡି ଅଧିକାରୀ ସମରେନ୍ଦ୍ର ସାମଲଙ୍କ ଘରେ ଏହି ଚଢଉ ହୋଇଛି । ସେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇ ଆସୁଥିଲା । ତାଙ୍କ ବାସଭବନ ସମେତ ୫ଟି ସ୍ଥାନରେ ଟିମ୍ ତଲାସୀ କରୁଛି । ତେବେ ଚଢଉ ବେଳେ ବିପୁଳ ପରିମାଣର ସମ୍ପତ୍ତି ଜବତ ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.