ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୁଣି ଜଣେ ଯବାନଙ୍କୁ ଅପହରଣ କଲେ ମାଓବାଦୀ

ବିଜାପୁର: ଥମୁନି ମାଓବାଦୀଙ୍କ ବର୍ବର କାଣ୍ଡ। ପୁଣି ଛତିଶଗଡ ବିଜାପୁରରୁ ଜଣେ ଯବାନଙ୍କୁ ମାଓବାଦୀମାନେ ଅପହରଣ କରିନେଇଥିବା ଜଣାପଡ଼ିଛି। ଗଙ୍ଗାଲୁରୁ ଥାନା ଅନ୍ତର୍ଗତ ପାଲନାର ଗାଁରୁ ଛୁଟିରେ ଗାଁକୁ ଫେରିଥିଲେ ଏସଆଇ ମୁରଲୀ ତାତିଙ୍କୁ ଉଠାଇ ନେଇଛନ୍ତି ମାଓବଦୀ । ସେ ବସ୍ତର ଜବଲପୁରଠାରେ କାର୍ଯ୍ଯରତ। ଏସଆଇଙ୍କୁ ଅପହରଣ ନେଇ ବିଜାପୁର ଏସପି ସୂଚନା ଦେଇଛନ୍ତି।

କିଛିଦିନ ତଳେ ବିଜାପୁର ଜୋନାଗଡ ଜଙ୍ଗଲରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଏଥିରେ ୨୨ ଜଣ ଯବାନ ସହିଦ ହୋଇଥିଲେ । ଆଉ ଜଣେ ଯବାନଙ୍କୁ ଅପହରଣ କନେଇଥିଲେ ମାଓବାଦୀ। ହେଲେ ପରେ ଯବାନ ରାକେଶ୍ୱର ସିଂଙ୍କୁ ଛାଡି ଦେଇଥିଲେ ମାଓବାଦୀ ।

Leave A Reply

Your email address will not be published.