ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମୁମ୍ବାଇ ଆଶିଆନା ଟାୱାରରେ ଭୟାବହ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

ମୁମ୍ବାଇ : ମୁମ୍ବାଇ ଓସିୱାରା ଅଞ୍ଚଳରେ ଥିବା ଆଶିଆନା ଟାୱାରରେ ଆଜି ସକାଳ ୮ଟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅନେକ ଅଗ୍ନିଶମ ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଲାଗିଛନ୍ତି । ଅଗ୍ନିକାଣ୍ଡରେ କେହି ଆହତ ହୋଇନାହାଁନ୍ତି ବୋଲି ସୂଚନାରୁ ଜଣାପଡିଛି । ତେବେ ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ଜଣାପଡିନାହିଁ । ଦମକଳର ଆଠଟି ଗାଡ଼ି ଏବଂ ଅନେକ ୱାଟର ଟ୍ୟାଙ୍କର୍ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ଆରମ୍ଭ କରିଥିଲେ। ନିଆଁ ଲିଭାଇବା କାମ ଏବେବି ଜାରି ରହିଛି।

Leave A Reply

Your email address will not be published.