ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସନ୍ତା ୨୬ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ , ଅପରାହ୍ନ ୪ଟା ସୁଦ୍ଧା ମିଳିବ ଡିଜିଟାଲ ସାର୍ଟିଫିକେଟ୍‌

ଭୁବନେଶ୍ବର: ମାଟ୍ରିକ ଫଳାଫଳ ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ। ସକାଳ ସାଢ଼େ ୧୦ଟାରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ୧୧ଟା ୩୦ ସୁଦ୍ଧା bseodisha.ac.in ୱେବସାଇଟ୍‌ରେ ରେଜଲ୍ଟ ମିଳିବ। ଇଣ୍ଟରନେଟ୍‌ ସୁବିଧା ନ ଥିଲେ ୫୬୭୬୭୫୦ ଏସ୍‌ଏମ୍‌ଏସ୍‌ କରି ରେଜଲ୍ଟ ଜାଣିପାରିବେ।  ଅପରାହ୍ନ ୪ଟା ସୁଦ୍ଧା ଡିଜିଟାଲ ସାର୍ଟିଫିକେଟ୍‌ ଡାଉନଲୋଡ୍‌ କରିହେବ। ଏ ନେଇ ପ୍ରେସ୍‌ମିଟ କରି ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ମେ’ ୨୯ରୁ- ଜୁନ୧୨ ତାରିଖ ମଧ୍ୟରେ ଚେକିଂ ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ।

ଖବର ଅନୁଯାୟୀ, ଚଳିତବର୍ଷ ସାରା ରାଜ୍ୟରେ ୫ ଲକ୍ଷ ୪୧ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

 

Leave A Reply

Your email address will not be published.