ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭାରତୀୟ ବାୟୁସେନାର ମିଗ୍ -୨୧ ବିମାନ ଦୁର୍ଘଟଣାଗ୍ରସ୍ତ

ଜୟପୁର: ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ। ରାଜସ୍ଥାନର ବାଡମେର ଅଞ୍ଚଳରେ ଏହି ଦୁର୍ଘଟଣା ହୋଇଥିବା ନେଇ ସୂଚନା ମିଳିଛି। ବାୟୁସେନାର ମିଗ ୨୧ ବିମାନ ପ୍ରଶିକ୍ଷଣ ସମୟରେ ଦୁରଘଟଣାଗ୍ରସ୍ତ ହୋଇଛି। ଫଳରେ ବିମାନଟି କ୍ଷତିଗ୍ରସ୍ତ ହୋଇଥିବାବେଳେ ପାଇଲଟ ଜଣଙ୍କ ସୁରକ୍ଷିତ ଥିବା ନେଇ ସୂଚନା ମିଳିଛି ।

Leave A Reply

Your email address will not be published.