ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ

ଭୁବନେଶ୍ୱର: ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ । ତାଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ସେ ନିଜେ ଟ୍ୱିଟ୍ କରି ନିଜେ ଏହି ସୂଚନା ଦେଇଛନ୍ତି । ଏବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି । ତେବେ ନିକଟରେ ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କୁ କୋଭିଡ୍ ଟେଷ୍ଟ କରାଇବାକୁ ଅନୁରୋଧ କରିଛନ୍ତି ମନ୍ତ୍ରୀ ପ୍ରତାପ ଜେନା ।

Pratap Jena

Leave a comment