ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ହୋଲିରେ ଅପରାହ୍ନ ୩ଟା ଯାଏ ଚାଲିବନି ‘ମୋ ବସ୍’

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ ସୋମବାର ରଙ୍ଗର ପର୍ବ ହୋଲି ।  ହୋଲିକୁ ଦୃଷ୍ଟିରେ ରଖି ଆସନ୍ତାକାଲି ପୂର୍ବାହ୍ନରେ ‘ମୋ ବସ୍’ ଗଡ଼ିବ ନାହିଁ। ଏନେଇ କ୍ରୁଟ୍ କର୍ତ୍ତୃପକ୍ଷ ଟ୍ବିଟ କରି ସୂଚନା ଦେଇଛନ୍ତି।

ସୋମବାର ଅପରାହ୍ନ ୩ଟା ପରେ ଯାଇ ‘ମୋ ବସ୍’ ଗଡ଼ିବ । ଏଥିସହ ମାଷ୍ଟର କ୍ୟାଣ୍ଟିନ୍ ବସ୍ ଟର୍ମିନାଲରେ ଥିବା ପାସ୍ କାଉଣ୍ଟର ଆସନ୍ତାକାଲି ବନ୍ଦ ରହିବ । ହୋଲିକୁ ଦୃଷ୍ଟିରେ ରଖି କ୍ୟାପିଟାଲ୍ ରିଜନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ କ୍ରୁଟ୍ ଏଭଳି ନିଷ୍ପତ୍ତି ନେଇଛି।

Leave A Reply

Your email address will not be published.