ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୋମବାର ରାଶିଫଳ (୦୧-୦୩-୨୦୨୧)

ମେଷ:ଉଚ୍ଚ ଆଶା ପୂରଣ ହେବ। ଭାତୃଭଗ୍ନୀଙ୍କ ସହଯୋଗ ପାଇବେ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ଆୟ ଉତ୍ତମ ହେବ।
ଶୁଭ ଅଙ୍କ-୩,ଶୁଭ ରଙ୍ଗ- କ୍ରିମ୍

ବୃଷ:କର୍ମକ୍ଷେତ୍ରରେ ମଧ୍ୟସ୍ଥଳରେ ରହିଯିବେ। ପଡୋଶୀଙ୍କ ସହ ମନାନ୍ତର ରହିବ। ପ୍ରଶାସନିକ ଅଭିଯୋଗ ଆସିପାରେ। ପରିବହନ ଓ ବାଣିଜ୍ୟ ମନ୍ଥର ରହିବ।

ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମିଥୁନ:ଦେହ ଓ ମନ ଭଲ ରହିବ। ଚାକିରିରେ ପ୍ରଶଂସିତ ହେବେ।ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ନୂତନ ପୁଞ୍ଜିନିବେଶ କରିପାରନ୍ତି।
ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ଏଥିସହିତ ପଢ଼ନ୍ତୁ

କର୍କଟ:ଦିନଟି ଚତୁରତାର ସହ କାର୍ଯ୍ୟ ତୁଲାଇବେ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବଢିବ। ମହିଳାମାନେ ସମ୍ମାନ ପାଇବେ। ବାଣିଜ୍ୟରେ ଶୁଭଫଳ ମିଳିବ।

ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ସିଂହ:ଅସ୍ଥିରତା କାରଣରୁ ଖର୍ଚ୍ଚ ବୃଦ୍ଧି ପାଇବ। ମହିଳାମାନେ ଅପଯଶ ପାଇବେ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟ ମାନ୍ଦା ରହିବ।

ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

କନ୍ୟା:ଦିନଟି ପ୍ରସନ୍ନତାର ସହ କଟିବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ରାଜନୀତିରେ ଉଚ୍ଚ ସମ୍ମାନ ପାଇବେ। ବାଣିଜ୍ୟରେ ପ୍ରସିଦ୍ଧି ବଢିବ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ତୁଳା:କର୍ମକ୍ଷେତ୍ରରେ ବହୁ ଚେଷ୍ଟା କରି ଆଗେଇବେ। ମହିଳାମାନେ ଚଳଚଞ୍ଚଳ ରହିବେ। ଚାକିରିରେ ସ୍ଥାୟିତ୍ବ ରହିବ। ପରିବହନ ଓ ବାଣିଜ୍ୟରେ ସ୍ବଳ୍ପ ଲାଭ ହେବ।
ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ବିଛା:ଏକାଦଶସ୍ଥ ଚନ୍ଦ୍ର ହେତୁ ସମାଜରେ ପ୍ରତିଷ୍ଠିତ ହେବେ। ଦାମ୍ପତ୍ୟ ସୁଖମୟ ରହିବ। ପ୍ରଶାସନିକ ଦାୟିତ୍ଵବୋଧ ରହିବ। ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ।
ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ଧନୁ: ଦନଟି ପ୍ରାୟ ସବୁକ୍ଷେତ୍ରରେ ସଫଳ ହେବେ। ଚାକିରିରେ ଧନସମ୍ମାନ ପାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟ ଲାଭଜନକ ରହିବ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ମକର:କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ହେବ। ସାଂସାରିକ ଧର୍ମାଦି କାର୍ଯ୍ୟ ସମ୍ପାଦନ କରିପାରନ୍ତି। ଚାକିରିରେ କର୍ତ୍ତବ୍ୟ ନିଷ୍ଠ ରହିବେ। ବାଣିଜ୍ୟରେ ସଫଳ ହେବ।
ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

କୁମ୍ଭ:ଦିନଟି ବିଷମ ପରିସ୍ଥିତି ରହିବ। ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ।
ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମୀନ:ବିଭିନ୍ନ ଉପାୟରେ ଅର୍ଥ ଉପାର୍ଜନ ଟରିବେ। ଚାକିରିରେ ପଦୋନ୍ନତି ହୋଇପାରେ। ପ୍ରଶାସନିକ ମାନମର୍ଯ୍ୟାଦା ବୃଦ୍ଧି ହେବ। ବାଣିଜ୍ୟରେ ଉନ୍ନତି ହେବ।
ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

Leave A Reply

Your email address will not be published.