ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୋମବାର ରାଶିଫଳ ( ୦୬-୦୯-୨୦୨୧ )

ମେଷ : ଦିନଟିରେ କେତେକ କାର୍ଯ୍ୟକୁ ନେଇ ବ୍ୟଥ୍ତ ରହିବେ । ଚାକିରିରେ ଅସହଯୋଗ ଦେଖାଦେବ। ରାଜନୀତି ପ୍ରତିକୂଳ ରହିବ।ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍

ବୃଷ : କର୍ମକ୍ଷେତ୍ରରେ ଠକାମିରେ ପଡିପାରନ୍ତି। ମହିଳାମାନେ ଅପଯଶ ପାଇବେ। ଚାକିରିରେ ସ୍ଥାନଚ୍ୟୁତ ହୋଇପାରେ। ବାଣିଜ୍ୟରେ ହାନି ହୋଇପାରେ | ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ

ମିଥୁନ : ପୁରାତନ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ | ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ସୁଫଳ ମିଳିବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍

କର୍କଟ : ପରିଶ୍ରମର ଫଳ ମିଳିବ। ଚାକିରିରେ ସମ୍ମାନ ପାଇବେ। ମହିଳାମାନେ ପରିଶ୍ରମୀ ହେବେ । ପ୍ରଶାସନିକ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ଶୁଭ ହେବ । ଶିକ୍ଷାର୍ଥୀ ହତୋତ୍ସାହ ରହିବେ |ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ଏଥିସହିତ ପଢ଼ନ୍ତୁ

ସିଂହ : କର୍ମକ୍ଷେତ୍ରରେ ଗୁରୁଜନଙ୍କ ସହଯୋଗ ପାଇବେ । ଚାକିରିରେ କର୍ତ୍ତୃପକ୍ଷଙ୍କ | ଆସ୍ଥାଭାଜନ ହେବେ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ସଫଳ ହେବେ । ବିଦ୍ୟାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍

କନ୍ୟା : କର୍ମକ୍ଷେତ୍ରରେ ବିରୋଧାଭାସ ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ଚାକିରିରେ ଅବହେଳା ରହିବ। ବାଣିଜ୍ୟରେ ସମସ୍ୟା ରହିବ।ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣୀ

ତୁଳା : ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ । ଚାକିରିରେ ବ୍ୟସ୍ତତା ଭିତରେ କଟିବ। ମହିଳାମାନେ ପରିଶ୍ରମୀ ହେବେ । ବାଣିଜ୍ୟରେ ସୁଫଳ ମିଳିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍

ବିଛା : କର୍ମକ୍ଷେତ୍ରରେ ସଫଳ ହେବେ |ସାଂସାରିକ ଉତ୍ତମ ବୁଝାମଣା ରହିବ | ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଉଚ୍ଚଶିକ୍ଷା ପ୍ରତି ଆଗ୍ରହୀ ହେବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି

ଧନୁ : କର୍ମକ୍ଷେତ୍ରରେ ସୁଖ ସମୃଦ୍ଧି ପ୍ରାପ୍ତି ହେବ । ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ । ମହିଳାମାନେ ସୁଖୀ ରହିବେ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ସମସ୍ୟାରେ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ

ମକର : ହେଉଥିବା କାର୍ଯ୍ୟ ବିଗିଡିଯାଇପାରେ। ଚାକିରିରେ ସମସ୍ୟା ରହିବ।ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ।ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶିକ୍ଷାର୍ଥୀ ଭ୍ରମରେ ପଡିବେ | ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ

କୁମ୍ଭ : କିଛିଟା ସମସ୍ୟା ଭିତରେ ଆଗେଇ ଚାଲିବେ | ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍

ମୀନ : ଦିନଟିରେ କର୍ମତତ୍ପର ରହିବେ ।ଚାକିରିରେ ନିଷ୍ଠାପର ରହିବେ । ମହିଳାମାନେ ପରିଶ୍ରମୀ ହେବେ |ରାଜନୀତିରେ ପ୍ରସିଦ୍ଧି ବଢିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍

Leave A Reply

Your email address will not be published.