ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୋମବାର ରାଶିଫଳ ( ୧୧-୦୪-୨୦୨୨ )

ମେଷ: ଦିନଟି ବ୍ୟସ୍ତବିବ୍ରତ ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ଦେଖାଦେବ। ମହିଳାମାନେ ଅସ୍ଥିର ରହିବେ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ଗୋଲାପି।

ବୃଷ: ନିଜର ସାମର୍ଥ୍ୟ ଅନୁଯାୟୀ ଉନ୍ନତି କରିବେ। ଭ୍ରାତୃଭଗ୍ନୀଙ୍କର ସହଯୋଗ ପାଇବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ଶିଳ୍ପ ଓ ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍‌।

ମିଥୁନ:ଆର୍ଥିକ ଯୋଜନା କରି ସଫଳ ହେବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟ ଓ ଶିକ୍ଷାକ୍ଷେତ୍ରରେ ସଫଳତା ପାଇବେ। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌।

କର୍କଟ: ସମାଜରେ ପ୍ରଶଂସାର ପାତ୍ର ହେବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ମହିଳାମାନେ ପ୍ରସନ୍ନ ରହିବେ। ବାଣିଜ୍ୟ ପ୍ରସାର ହେବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍‌।

ଏଥିସହିତ ପଢ଼ନ୍ତୁ

ସିଂହ: ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପାରେ। ରାଜନୀତିରେ ସମସ୍ୟା ଘେରରେ ରହିବେ। ମହିଳାମାନେ ହତାଦର ରହିବେ। ବାଣିଜ୍ୟରେ ମାନ୍ଦା ରହିବ। ଶିକ୍ଷାର୍ଥୀ ବିରକ୍ତିମନା ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- କ୍ରିମ୍‌।

କନ୍ୟା:ସମାଜରେ ପ୍ରତିଷ୍ଠିତ ହେବେ। ରାଜନୀତିରେ ପ୍ରଭାବଶାଳୀ ରହିବେ। ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ- ସବୁଜ।

ତୁଳା: ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ଚାକିରିରେ ସ୍ଥାୟିତ୍ବ ବଢ଼ିବ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଆୟ ଦ୍ବିଗୁଣିତ ହେବ। ଶିକ୍ଷାର୍ଥୀ ଯଶକୀର୍ତ୍ତି ପାଇବେ। ଶୁଭ ଅଙ୍କ- ୨,ଶୁଭ ରଙ୍ଗ-ଧଳା।

ବିଛା: କର୍ମକ୍ଷେତ୍ରରେ ସହଯୋଗ ପାଇବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ମହିଳମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ମେରୁନ୍‌।

ଧନୁ:କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ରାଜନୀତିରେ ଶତ୍ରୁବୃଦ୍ଧି ହେବ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ- ୧,ଶୁଭ ରଙ୍ଗ- ପିଙ୍କ୍‌।

ମକର: ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଚାକିରିରେ ଧନସମ୍ମାନ ପାଇବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ।ଶୁଭ ଅଙ୍କ- ୮,ଶୁଭ ରଙ୍ଗ- କଳା।

କୁମ୍ଭ: ପରିଶ୍ରମଫଳ ପାଇବେ। ଗୁରୁଜନଙ୍କ ସହଯୋଗ ପାଇବେ। ରାଜନୀତିରେ ସମ୍ମାନତି ହେବେ। ପରିବହନ ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଦୃଢ଼ମନା ହେବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ସିଲ୍‌ଭର୍‌।

ମୀନ: ସମାଜରେ ପ୍ରତିଷ୍ଠିତ ହେବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଆଜ୍ଞାଧୀନ ରହିବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ- କଫି।

Leave A Reply

Your email address will not be published.