ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୋମବାର ରାଶିଫଳ (୧୨-୭-୨୦୨୧)

ମେଷ:ପ୍ରତିଟି କାର୍ଯ୍ୟ ବିଳମ୍ବରେ ହେବ। ଚାକିରିରେ ଅବହେଳା ରହିବ। ପ୍ରଶାସନିକ ବିରୋଧାଭାସ ରହିବ। ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ପାଇବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:ସମାଜରେ ପ୍ରତିଷ୍ଠିତ ହେବେ। ଚାକିରିରେ ସ୍ବାଧୀନତା ରହିବ। ରାଜନୀତିରେ ପ୍ରଭାବଶାଳୀ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମିଥୁନ:ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଚାକିରିରେ ସହଯୋଗ ପାଇବେ। ମହିଳାମାନେ ସମ୍ମାନ ପାଇବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

କର୍କଟ:ଦିନଟିରେ ହସଖୁସିର ଆସର ଜମିପାରେ। ପ୍ରଶାସନିକ ସୁନାମ ପାଇବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ଏଥିସହିତ ପଢ଼ନ୍ତୁ

ସିଂହ:ବ୍ୟୟ ବହୁଳତା କାରଣରୁ ଅଭାବ ଦେଖାଦେବ। ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା:ଉଚ୍ଚ ଆଶା ପୂରଣ ହେବ। ଚାକିରିରେ ପଦମର୍ଯ୍ୟାଦା ବୃଦ୍ଧି ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ।ବାଣିଜ୍ୟରେ ସମୃଦ୍ଧି ହେବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ତୁଳା:କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପାଇବେ। ପ୍ରଶାସନିକ ଦାୟିତ୍ବବୋଧ ରହିବ। ଚାକିରିରେ ନିଷ୍ଠା ରହିବ। ପରିବହନ ଓ ବାଣିଜ୍ୟ ଉତ୍ତମ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ବିଛା:ଯୋଜନା ମୁତାବକ କାର୍ଯ୍ୟ କରି ସଫଳ ହେବେ। ମହିଳାମାନେ ଧର୍ମପରାୟଣା ହେବେ। ରାଜନୀତିରେ ଜନସେବାରେ ବ୍ରତୀ ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ଧନୁ:ସ୍ବାସ୍ଥ୍ୟ ଜନିତ ସମସ୍ୟା ଉପୁଜିପାରେ। ଚାକିରିରେ ଶତୃବୃଦ୍ଧି ହେବେ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର:ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ। ରାଜନୀତିରେ ସୁନାମ ପାଇବେ। ଚାକିରିରେ ଧନସମ୍ମାନ ପାଇବେ। ବାଣିଜ୍ୟରେ ଭଲ ଆୟ ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

କୁମ୍ଭ:କର୍ମକ୍ଷେତ୍ରରେ ସହଯୋଗ ପାଇ ଆଗେଇବେ। ଚାକିରିରେ ନିଷ୍ଠାପର ରହିବେ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ମୀନ:ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବେ। ଚାକିରିରେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ଶୁଭ ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ

Leave A Reply

Your email address will not be published.