ସୋମବାର ରାଶିଫଳ ( ୧୭-୦୫-୨୦୨୧ )

ମେଷ :କେତେକ ବିଷୟକୁ ନେଇ ବ୍ୟଥିତ ରହିବେ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ଚାକିରିରେ ସମସ୍ୟା ରହିବ। ଶିଳ୍ପ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍
ବୃଷ :ବିଭିନ୍ନ ଉପାୟରେ ଆୟ କରିବେ। ଚାକିରିରେ ସହଯୋଗ ମିଳିବ। ମହିଳାମାନଙ୍କ ସ୍ବାଭିମାନ ଅକ୍ଷୁଣ୍ଣ ରହିବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
ମିଥୁନ :ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଆର୍ଥିକ ସ୍ବଚ୍ଛଳତା ରହିବ। ମହିଳାମାନେ ସମ୍ମାନ ପାଇବେ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ
କର୍କଟ :କର୍ମକ୍ଷେତ୍ରରେ ଉତ୍ସାହିତ ରହିବେ। ଚାକିରିରେ ଚଳଚଞ୍ଚଳ ରହିବେ। ପ୍ରଶାସନିକ ପ୍ରଶଂସିତ ହେବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍
ସିଂହ :କର୍ମକ୍ଷେତ୍ରରେ ବିରୋଧାଭାସ ରହିବ। ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ ହତାଦର ହେବେ। ବାଣିଜ୍ୟରେ ମାନ୍ଦା ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
କନ୍ୟା :ଦିନଟି ସୁଖସମୃଦ୍ଧି ପ୍ରାପ୍ତି ହେବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ପ୍ରଶାସନିକ ସକ୍ରିୟ ରହିବେ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍
ତୁଳା :କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା
ବିଛା :ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବେ। ରାଜନୀତିରେ ବ୍ୟସ୍ତ ରହିବେ। ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍
ଧନୁ :କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ରହିବ। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା
ମକର :ଦିନଟି ସୁଖ ସନ୍ତୋଷ ଭିତରେ କଟିବ। ଚାକିରିରେ ପଦୋନ୍ନତି ହୋଇପାରେ। ମହିଳାମାନେ ସମ୍ମାନ ପାଇବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
କୁମ୍ଭ :ପରିଶ୍ରମ ମୁତାବକ ଫଳ ପାଇବେ। ଚାକିରିରେ ନିଷ୍ଠାପର ରହିବେ। ରାଜନୀତିରେ ପ୍ରଭାବଶାଳୀ ରହିବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ
ମୀନ :ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ସନ୍ତାନସନ୍ତତିମାନେ ଉନ୍ନତି କରିବେ। ଶିଳ୍ପ ଓ ବାଣିଜ୍ୟରେ ଆଗେଇବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍