ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୋମବାର ରାଶିଫଳ ( ୧୮-୦୪-୨୦୨୨ )

ମେଷ: ଉଚ୍ଚ ଆଶାପୂରଣ ହେବ। ଚାକିରିରେ ପ୍ରଶଂସିତ ହେବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ମହିଳାମାନେ ଆଦରଣୀୟା ହେଲେ । ବାଣିଜ୍ୟରେ ମନ ମୁତାବକ ଫଳ ମିଳିବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍।

ବୃଷ: ଦୁଃ ସାହସିକ ଭିତ୍ତିରେ କାର୍ଯ୍ୟ ତୁଲାଇବେ। ଚାକିରିରେ ନିଷ୍ଠା ରହିବ। ରାଜନୀତିରେ ଶତ୍ରୁଜୟ ହେବେ। ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀମାନେ ଦୃଢ଼ମନା ରହିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ- ନୀଳ|

ମିଥୁନ: ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡ଼ି ଯାଇପାରେ । ଚାକିରିରେ ଅବହେଳା ରହିବ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିପାରେ । ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ – କ୍ରିମ୍

କର୍କଟ: ଦିନଟି ଚଳଚଞ୍ଚଳ ରହିବେ। ହଠାତ୍ ଦୂରଯାତ୍ରା କରିପାରନ୍ତି। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ପ୍ରସାର ହେବ ଶିକ୍ଷାର୍ଥୀ ପ୍ରଶଂସା ପାଇବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ – ଲାଲ୍ ।

ଏଥିସହିତ ପଢ଼ନ୍ତୁ

ସିଂହ:କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ । ରାଜନୀତିରେ ପ୍ରଭାବଶାଳୀ ରହିବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୨,ଶୁଭ ରଙ୍ଗ- ସିଲ୍‌ଭର୍‌ ।

କନ୍ୟା: କୌଣସି ଆର୍ଥିକ କାରବାରକୁ ନେଇ ଅଶାନ୍ତି ଉପୁଜିପାରେ। ରାଜନୀତିରେ ଉତ୍ତେଜନା ରହିବ। ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶିକ୍ଷାର୍ଥୀ ବ୍ୟସ୍ତ ବିବ୍ରତ ରହିବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ତୁଳା: ସମାଜରେ ଉତ୍ତମ ଆସନରେ ଅଳଂକୃତ ହେବେ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ଆଶାଜନକ ଫଳ ପାଇବେ। ଶିକ୍ଷାର୍ଥୀ ଯଶ ପାଇବେ । ଶୁଭ ଅଙ୍କ – ୬,ଶୁଭ ରଙ୍ଗ-ଧଳା ।

ବିଛା: ଦିନଟି ବ୍ୟସ୍ତତା ଭିତରେ କଟିବ। ଚାକିରିରେ ନିଷ୍ଠା ରହିବ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ । ଶିକ୍ଷାର୍ଥୀ ଦୂରଯାତ୍ରା କରିପାରନ୍ତି । ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ଲାଲ୍।

ଧନୁ: ବିଭିନ୍ନ ଉପାୟରେ ଆୟ କରିବେ। ଚାକିରିରେ ପଦମର୍ଯ୍ୟାଦା ବୃଦ୍ଧି ହୋଇପାରେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ବାଣିଜ୍ୟରେ ଆୟବୃଦ୍ଧି ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବ । ଶୁଭ ଅଙ୍କ- ୮, ଶୁଭ ରଙ୍ଗ-ବାଇଗଣୀ।

ମକର: କର୍ମକ୍ଷେତ୍ର ପରିସର ବୃଦ୍ଧି ପାଇବ। ପ୍ରଶାସନିକ ଓ ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ । ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଆୟ ଉତ୍ତମ ହେବ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ-ସିଲ୍‌ଭର୍ ।

କୁମ୍ଭ:କେତେକ ବିଷୟକୁ ନେଇ ଚିନ୍ତାରେ ରହିବେ । ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ । ଚାକିରିରେ କାର୍ଯ୍ୟଭାର ରହିବ । ବାଣିଜ୍ୟର ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ- ୩, ଶୁଭ ରଙ୍ଗ-ହଳଦିଆ ।

ମୀନ: ବିଭିନ୍ନ ବାଟରେ କ୍ଷୟକ୍ଷତି ହୋଇପାରେ। ଚାକିରିରେ ଅପଦସ୍ତ ହୋଇପାରନ୍ତି । ରାଜନୀତିରେ ଜଟିଳ ସ୍ଥିତି ରହିବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଅପଯଶ ପାଇବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।

Leave A Reply

Your email address will not be published.