ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୋମବାର ରାଶିଫଳ ( ୧୮-୧୦-୨୦୨୧ )

ମେଷ: ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପୋରେ। ବ୍ୟୟ ବହୁଳତା କାରଣରୁ ରଣ ପ୍ରଭାବିତ ହୋଇପାରନ୍ତି । ଚାକିରିରେ କାର୍ଯ୍ୟଭାର ରହିବ । ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସ୍ଥିରତା ରହିବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ଲାଲ୍

ବୃଷ: ଉଚ୍ଚ ଆଶା ପୂରଣ ହେବ। ସାଂସାରିକ ସୁଖ ସମ୍ମାନ ପ୍ରାପ୍ତି ହେବ। ଚାକିରିରେ ପେଦାନ୍ନତି ହୋଇପାରେ। ବାଣିଜ୍ୟ ସମୃଦ୍ଧି ପ୍ରାପ୍ତି ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲଭର୍

ମିଥୁନ: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ପ୍ରଶାସନିକ ପ୍ରଭାବଶାଳୀ ରହିବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟ ଉନ୍ନତି ହେବ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ । ଶୁଭ ଅଙ୍କ – ୮, ଶୁଭ ରଙ୍ଗ – ବାଇଗଣୀ

କର୍କଟ: କର୍ମକ୍ଷେତ୍ରରେ ସମ୍ମାନିତ ହେବେ। ଚାକିରିରେ ନିଷ୍ଠା ରହିବ। ମହିଳାମାନେ ଅନୁଶାସନ ଭିତରେ ରହିବେ । ଶିଳ୍ପ ଓ ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଆଜ୍ଞାଧୀନ ହେବେ । ଶୁଭ ଅଙ୍କ –୯, ଶୁଭ ରଙ୍ଗ – ମେରୁନ୍

ଏଥିସହିତ ପଢ଼ନ୍ତୁ

ସିଂହ : କର୍ମକ୍ଷେତ୍ରରେ ଶତ୍ରୁମାନଙ୍କ ଦ୍ବାରା ପ୍ରଭାବିତ ହେବେ। ଚାକିରିରେ | ସମସ୍ୟା ରହିବ। ମହିଳାମାନେ ହତାଦର ହେବେ। ବାଣିଜ୍ୟ କ୍ଷତି ହୋଇପାରେ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ –୧, ଶୁଭ ରଙ୍ଗ –ପିଙ୍କ୍

କନ୍ୟା : ଦିନଟି ସୁଖ ସନ୍ତୋଷ ଭିତରେ କଟିବ । ଦାମ୍ପତ୍ୟ ମଧୁର ସଂପର୍କ ରହିବ। ପ୍ରଶାସନିକ ଉଚ୍ଚପ୍ରଶଂସା ପାଇବେ। ବାଣିଜ୍ୟରେ ନୂତନ ପୁଞ୍ଜି ନିବେଶ କରିପାରନ୍ତି। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୪, ଶୁଭ ରଙ୍ଗ – ମେଟାଲିକ୍

ତୁଳା: ଦିନଟି କର୍ମତତ୍ପର ରହିବେ। ମହିଳାମାନେ ରକ୍ଷଣଶୀଳା ହେବେ। ଚାକିରିରେ ସହଯୋଗ ମିଳିବ। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ –୨, ଶୁଭ ରଙ୍ଗ – ଧଳା

ବିଛା : କର୍ମକ୍ଷେତ୍ରରେ ସହଯୋଗ ପାଇବେ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ମହିଳାମାନେ ଯଶ ପାଇବେ । ବାଣିଜ୍ୟରେ ଶୁଭ ଫଳ ମିଳିବ। ଶିକ୍ଷାର୍ଥୀ ଅନୁଶାସନ ପ୍ରିୟ ହେବେ । ଶୁଭ ଅଙ୍କ – ୭, ଶୁଭ ରଙ୍ଗ –କଫି

ଧନୁ: କର୍ମକ୍ଷେତ୍ରରେ ପ୍ରତାରଣା ପାଇ ପାରନ୍ତି। ଚାକିରିରେ କର୍ତ୍ତୃପକ୍ଷଙ୍କ ଚାପ ରହିବ। ରାଜନୀତିରେ ପ୍ରତିକୂଳ ରହିବ। ବାଣିଜ୍ୟ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ –କ୍ରିମ୍

ମକର : ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ। ଚାକରିରେ ସ୍ଥାୟୀତ୍ବ ରହିବ। ମହିଳାମାନେ ଯଶ ପାଇବେ | ବାଣିଜ୍ୟ ମନମୁତାବକ ରହିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲଭର୍

କୁମ୍ଭ: କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହୋଇପାରେ। ରାଜନୀତିରେ ସକ୍ରିୟ ରହିବେ । ଚାକିରିରେ ସମ୍ମାନ ବଢିବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ – ୪, ଶୁଭ ରଙ୍ଗ – ମେଟାଲିକ୍

ମୀନ : ଦିନଟି ଆମୋଦପ୍ରମୋଦ ଭିତରେ କଟିବ। ମହିଳାମାନେ ସୁଖୀ ରହିବେ । ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ସନ୍ତୋଷଜନକ ରହିବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ । ଶୁଭ ଅଙ୍କ –୨, ଶୁଭ ରଙ୍ଗ ଧଳା

Leave A Reply

Your email address will not be published.