ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୋମବାର ରାଶିଫଳ (୨୨-୧୧-୨୦୨୧)

ମେଷ: ଦୀର୍ଘଦିନର ଅପେକ୍ଷାର ସମାପ୍ତି ଘଟିବ। ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ବାଣିଜ୍ୟରେ ଆୟବୃଦ୍ଧି ହେବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ –୧, ଶୁଭ ରଙ୍ଗ – ପିଙ୍କ

ବୃଷ: ଯୋଜନା କରି ଅସଫଳ ହେବେ । ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ । ) ଚାକିରିରେ କର୍ତ୍ତୃପକ୍ଷଙ୍କ ଅସନ୍ତୋଷର ଶିକାର ହେବେ । ବାଣିଜ୍ୟ ପ୍ରତିକୂଳ ରହିବ । ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ –୨, ଶୁଭ ରଙ୍ଗ – ଧଳା

ମିଥୁନ : ଦିନଟି ହର୍ମୋଲ୍ଲାସ ଭିତରେ କଟିବ। ଚାକିରିରେ ପ୍ରଶଂସା ପାଇବେ । । ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ସଫଳତା ପାଇବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ – କ୍ରିମ୍

କର୍କଟ: ହଠାତ୍ କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଦୂରଯାତ୍ରା କରିପାରନ୍ତି । ଚାକିରିରେ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ଉଚ୍ଚ ଶିକ୍ଷାପ୍ରତି ଆଗ୍ରହୀ ହେବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ଲାଲ

ଏଥିସହିତ ପଢ଼ନ୍ତୁ

ସିଂହ : ଉଚ୍ଚ ଆଶା ସଫଳ ହେବ । ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶିକ୍ଷାର୍ଥୀ ଅନୁଶାସନ ଭିତରେ ରହିବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ – କ୍ରିମ୍

କନ୍ୟା: କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ସମାପନ କରିବେ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ବାଣିଜ୍ୟରେ ନୂତନ ପୁଞ୍ଜି ନିବେଶ କରି ଚିନ୍ତାରେ ରହିବେ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୪, ଶୁଭ ରଙ୍ଗ – ମେଟାଲିକ୍

ତୁଳା: ଦିନଟି ସମସ୍ୟା ଘେରରେ ରହିବେ। ଅନ୍ୟପାଇଁ ସମସ୍ୟାରେ ମଧ୍ୟ ପଡ଼ିପାରନ୍ତି । ଚାକିରିରେ ଅସହଯୋଗ ଦେଖାଦେବ । ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ –୨, ଶୁଭ ରଙ୍ଗ – ଧଳା

ବିଛା: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଚାକିରିରେ ସ୍ଥାନାନ୍ତର ହୋଇପାରେ । ମହିଳାମାନଙ୍କର ସ୍ବାସ୍ଥ୍ୟସମସ୍ୟା ରହିପାରେ। ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ – ୭, ଶୁଭ ରଙ୍ଗ – କଫି

ଧନୁ : କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ସାଂସାରିକ ସୁଖମୟ ରହିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ – ୮, ଶୁଭ ରଙ୍ଗ – ବାଇଗଣୀ

ମକର: ଦିନଟି ବ୍ୟସ୍ତତା ଭିତରେ କଟିବ। ଗୁରୁଜନଙ୍କର ସହଯୋଗ ପାଇବେ। ରାଜନୀତିରେ ଶତ୍ରୁଜୟୀ ହେବେ । ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳତା ପାଇବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲ୍‌ଭର୍‌

କୁମ୍ଭ: ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡ଼ି ଯାଇପାରେ । ସନ୍ତାନସନ୍ତତିଙ୍କୁ ନେଇ ଚିନ୍ତାରେ ରହିବେ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ବିଶେଷ ସୁଫଳ ମିଳିବ ନାହିଁ। ଶୁଭ ଅଙ୍କ – ୩, ଶୁଭ ରଙ୍ଗ – ଗୋଲଡେନ୍

ମୀନ : ଦିନଟି ଚଳଚଞ୍ଚଳ ରହିବେ । ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ | ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ। ବାଣିଜ୍ୟରେ ସଫଳତା ପାଇବେ । ଶୁଭ ଅଙ୍କ –୭, ଶୁଭ ରଙ୍ଗ – କଫି

Leave A Reply

Your email address will not be published.