ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୋମବାର ରାଶିଫଳ ( ୨୪ -୦୧ -୨୦୨୨ )

ମେଷ: ଦୁଃସାହସିକ କାର୍ଯ୍ୟ ତୁଲାଇବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ରାଜନୀତିରେ ବିରୋଧୀ ପ୍ରଶମିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ଗୋଲଡେନ୍।

ବୃଷ: କର୍ମକ୍ଷେତ୍ରରେ ଠକାମିର ପଡ଼ିପାରନ୍ତି। ସନ୍ତାନସନ୍ତତିଙ୍କୁ ନେଇ ଚିନ୍ତାରେ । ରହିବେ । ଚାକିରିରେ ଅସହଯୋଗ ଦେଖାଦେବ । ବାଣିଜ୍ୟରେ ଉତ୍ତେଜନା ପରିସ୍ଥିତି ଦେଖାଦେବ । ଶିକ୍ଷାର୍ଥୀ ହତୋତ୍ସାହ ରହିବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ ।

ମିଥୁନ: ଉଦ୍‌ଯୋଗ କରି ସଫଳତା ପାଇବେ । ମହିଳାମାନେ ଉତ୍ସାହିତ ରହିବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିକ୍ସ୍ ।

କର୍କଟ: ତୃତୀୟସ୍ଥ ଚନ୍ଦ୍ରଙ୍କ କାରଣରୁ ସୁଖ ସମ୍ମାନ ପ୍ରାପ୍ତି ହେବ । ସାଂସାରିକ ଉଚ୍ଚଆଶାପୂରଣ ହେବ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ଭଲ ଲାଭ ମିଳିବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍ଗ-୯, ଶୁଭ ରଙ୍ଗ-ଲାଲ୍ ।

ଏଥିସହିତ ପଢ଼ନ୍ତୁ

ସିଂହ: ଆର୍ଥିକ ଅନଟନ ଦେଖାଦେବ। ସାଂସାରିକ ଭୁଲ୍ ବୁଝାମଣା ରହିବେ। । ମହିଳାମାନେ ଚିନ୍ତାରେ ରହିବେ। ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ଅସଫଳ ହୋଇପାରନ୍ତି । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।

କନ୍ୟା: ଦିନଟିରେ ଉତ୍ସାହିତ ରହିବେ । ଚାକିରିରେ ପ୍ରଶଂସା ପାଇବେ । ପ୍ରଶାସନିକ ଓ ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।

ତୁଳା: କର୍ମକ୍ଷେତ୍ରରେ ବ୍ୟସ୍ତତା ଭିତରେ କଟିବ ।ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ଦୂରଯାତ୍ରା କରିପାରନ୍ତି। ବାଣିଜ୍ୟରେ ସ୍ବଳ୍ପ ଆୟ ହେବ । ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ ।

ବିଛା: ଆର୍ଥିକ ସୁଧାର ଆସିବ। ଚାକିରିରେ ପଦୋନ୍ନତି ହୋଇପାରେ । ମହିଳାମାନେ ଆତ୍ମନିର୍ଭରଶୀଳ, ହେବେ। ବାଣିଜ୍ୟରେ ପୁଞ୍ଜି ନିବେଶ କରି ସଫଳ ହେବେ। ଶିକ୍ଷାର୍ଥୀ ଉଚ୍ଚ ଶିକ୍ଷା ପ୍ରତି ଆଗ୍ରହୀ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ- ଗୋଲାପି ।

ଧନୁ: ଯେକୌଣସି ଉପାୟରେ କାର୍ଯ୍ୟ ହାସଲ କରିବେ । ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାଜନକ ଫଳ ମିଳିବ । ଶୁଭ ଅଙ୍କ- ୮, ଶୁଭ ରଙ୍ଗ- ନୀଳ।

ମକର: କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ । ମହିଳାମାନେ ଉଦାସ ରହିବେ। ଚାକିରିରେ ଅବହେଳା ରହିବ। ରାଜନୀତିରେ ବିରୋଧୀ ବୃଦ୍ଧି ହେବେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ- ୩, ଶୁଭ ରଙ୍ଗ- ଗୋଲ୍ଡେନ୍‌।

କୁମ୍ଭ: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ଷଡ଼ଯନ୍ତ୍ରରେ ପ୍ରଭାବିତ ହୋଇପାରନ୍ତି। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ- ସିଲଭର୍ ।

ମୀନ: ଦିନଟିରେ ସୁଖ ସନ୍ତୋଷ ଭିତରେ ଗତିକରିବେ । ଚାକିରିରେ ମାନମର୍ଯ୍ୟାଦା । ପ୍ରାପ୍ତି ହେବ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଗୁରୁଜନଙ୍କ ପ୍ରିୟ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା ।

Leave A Reply

Your email address will not be published.