ସୋମବାର ରାଶିଫଳ ( ୨୪-୦୫-୨୦୨୧ )

ମେଷ: ଦେହ ଓ ମନ ଭଲ ରହିବ । ସାଂସାରିକ ସୁଖସନ୍ତୋଷ ପ୍ରାପ୍ତି ହେବ । ପ୍ରଶାସନିକ ସ୍ତରରେ ଧନସମ୍ମାନ ପାଇବେ। ବାଣିଜ୍ୟ ଉତ୍ସାହଜନକ ରହିବ | ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ
ବୃଷ: କର୍ମତତ୍ପର ରହିବେ । ଆର୍ଥିକ ସ୍ବଚ୍ଛଳତା ରହିବ। ଚାକିରିରେ ନିଷ୍ଠା ରହିବ | ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ | ବାଣିଜ୍ୟରେ ସଞ୍ଚୟ ହେବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ
ମିଥୁନ: ନୂତନ ଯୋଜନା କରି ସଫଳ ହେବେ । ଦାମ୍ପତ୍ୟ ଉତ୍ତମ ବୁଝାମଣା ରହିବ | ଚାକିରିରେ ସମ୍ମାନ ପାଇବେ | ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ ଧଳା
କର୍କଟ:କର୍ମକ୍ଷେତ୍ରରେ ବିରୋଧୀ ବୃଦ୍ଧି ପାଇବେ । ମହିଳାମାନେ ହତୋତ୍ସାହ ରହିବେ । ଚାକିରିରେ ଅବହେଳା ରହିବ I ବାଣିଜ୍ୟ ମାନ୍ଦା ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା
ସିଂହ : ସମାଜରେ ଉତ୍ତମ ଆସନରେ ଅଳଙ୍କୃତ ହେବେ । ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ । ବାଣିଜ୍ୟରେ ଆୟ ଦ୍ବିଗୁଣିତ ହେବ। ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ
କନ୍ୟା: ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ | ମହିଳାମାନେ ଚଳଚଞ୍ଚଳ ରହିବେ । ରାଜନୀତିରେ ଜନସେବାରେ ବ୍ରତୀ ହେବେ | ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
ତୁଳା: ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ I ପ୍ରଶାସନିକ ପ୍ରଶଂସିତ ହେବେ । ରାଜନୀତିରେ ଜନସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ଶୁଭ ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା
ବିଛା: ବ୍ୟୟ ବୃଦ୍ଧି ଓ ଅଭାବ ଦେଖାଦେବ | ଚାକିରିରେ ଚାପ ରହିବ। ମହିଳାମାନେ ଚିନ୍ତାରେ ରହିବେ । ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିକ୍
ଧନୁ: ଭବିଷ୍ୟତ ଯୋଜନା ଫଳପ୍ରସୂ ହେବ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉନ୍ନତି ହେବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍
ମକର: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ | ରାଜନୀତିରେ ଗୁରୁତ୍ବ ତୁଲାଇବେ । ଶିଳ୍ପ ଓ ବାଣିଜ୍ୟରେ ସମୃଦ୍ଧି ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା
କୁମ୍ଭ: ପରିଶ୍ରମର ଫଳ ପାଇବେ । ସାଂସାରିକ ସଂସ୍କାର ବୃଦ୍ଧି ପାଇବ । ରାଜନୀତିରେ ସମ୍ମାନ ପ୍ରାପ୍ତି ହେବ । ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିଟ୍
ମୀନ: ବିଷମ ପରିସ୍ଥିତି ଦେଇ ଗତି କରିବେ । ମହିଳାମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡ଼ିପାରନ୍ତି । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା