ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୋମବାର ରାଶିଫଳ ( ୨୬-୦୪-୨୦୨୧ )

ମେଷ:ବିଭିନ୍ନ ଉପାୟରେ ଆୟ କରିବେ। ସାଂସାରିକ ଉତ୍ତମ ବୁଝାମଣା ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍

ବୃଷ:କିଛିଟା ବାଧାବିଘ୍ନ ଭିତରେ ଆଗେଇବେ। ଚାକିରିରେ ଚିନ୍ତାଜନକ ରହିବ। ରାଜନୀତିରେ ଉତ୍ତେଜନା ରହିବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ:ଦିନଟି ସାଧାରଣ ଫଳ ପାଇବେ। ପ୍ରଶାସନିକ ଓ ରାଜନୀତିରେ ଲୋକପ୍ରିୟତା ହ୍ରାସ ପାଇବ। ବାଣିଜ୍ୟରେ ମନ୍ଥରତା ରହିବ।
ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

କର୍କଟ:କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ। ମହିଳାମାନେ ଆଦର ସମ୍ମାନ ପାଇବେ। ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା

ଏଥିସହିତ ପଢ଼ନ୍ତୁ

ସିଂହ:ଆର୍ଥିକ ଯୋଜନା ଫଳପ୍ରସୂ ହେବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ପରିବହନ,ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

କନ୍ୟା:ଦିନଟି ହସଖୁସିର ଆସର ଜମିପାରେ। ଚାକିରିରେ ସହଯୋଗ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ।
ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା:କାର୍ଯ୍ୟ ବ୍ୟୟ ବହୁଳତା ଭିତରେ ସମ୍ପାଦନ କରିବେ। ସାଂସାରିକ ଅଶାନ୍ତି ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବିଛା:ବିଶିଷ୍ଟ ବ୍ୟକ୍ତିଙ୍କ ସହସମ୍ପର୍କ ସ୍ଥାପନ ଓ ସହଯୋଗ ମିଳିବ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଲାଭ ମିଳିବ।
ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ଧନୁ:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ଚାକିରିରେ ନିଷ୍ଠା ରହିବ। ଶିଳ୍ପ ଓ ବାଣିଜ୍ୟରେ ସଞ୍ଚୟ ହେବ।
ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ମକର:ଶୃଙ୍ଖଳିତ ଧାରାରେ କର୍ମ କରିବେ। ମହିଳାମାନେ ଧର୍ମପରାୟଣା ହେବେ। ପ୍ରଶାସନିକ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ଶୁଭ ହେବ।
ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

କୁମ୍ଭ:ବିଷମ ପରିସ୍ଥିତି ଦେଇ ଗତି କରିବେ। ମହିଳାମାନଙ୍କ ସ୍ବାସ୍ଥ୍ୟ ସମସ୍ୟା ରହିପାରେ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡିବେ।
ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ମୀନ:କର୍ମକ୍ଷେତ୍ରରେ ସହଯୋଗ ପାଇବେ। ପ୍ରଶାସନିକ ମାନସମ୍ମାନ ବୃଦ୍ଧି ହେବ। ଚାକିରୀରେ ସ୍ଥାୟୀତ୍ବ ରହିବ। ବାଣିଜ୍ୟରେ ଆୟବୃଦ୍ଧି ହେବ।
ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

Leave A Reply

Your email address will not be published.