ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୋମବାର ରାଶିଫଳ ( ୨୭-୦୯-୨୦୨୧ )

ମେଷ : କର୍ମକ୍ଷେତ୍ରରେ ଅବହେଳା ରହିବ। ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ | ଚାକିରିରେ ଚାପ ରହିବ । ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍

ବୃଷ : ଆନୁଷ୍ଠାନିକ ଭାବେ ସମ୍ମାନିତ ହୋଇପାରନ୍ତି । ମହିଳାମାନେ ସଂସ୍କାରପ୍ରିୟ ହେବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ | ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ

ମିଥୁନ : ବହୁ ପରିଶ୍ରମ କରି ସଫଳ ହେବେ । ସାଂସାରିକ ଅଶାନ୍ତି ଓ କଳହ ଦେଖାଦେବ | ଚାକିରିରେ ଚାପ ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ । ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ

କର୍କଟ : ବହୁଦିନର କାମନା ପୂରଣ ହେବ। ଉଭୟେ ପ୍ରେମ ଓ ସାଂସାରିକ ଉତ୍ତମ ବୁଝାମଣା ରହିବ | ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ଶୁଭଫଳ ପାଇବେ | ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ଲାଲ୍

ସିଂହ : କିଛିଟା ଉତ୍ତେଜନା ଭିତରେ ଆଗେଇ ଚାଲିବେ। ଚାକିରିରେ ସମ୍ମାନ ପାଇବେ । ମହିଳାମାନେ ପରିଶ୍ରମୀ ହେବେ | ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଅଧୟନ ପ୍ରିୟ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ଗୋଲାପି

କନ୍ୟା : ଦିନଟି ଅଭାବ ଓ ଅସନ୍ତୋଷ ଭିତରେ କଟିବ | ସନ୍ତାନସନ୍ତତିମାନେ ଉନ୍ନତି କରିବେ । ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍

ତୁଳା : ଦିନଟି ମନ୍ଥର ଗତିରେ କାର୍ଯ୍ୟ ସମ୍ପନ୍ନ ହେବ। ଚାକିରିଟେ ଅବହେଳା ରହିବ | ମହିଳାମାନେ ହତାଦର ହେବେ । ବାଣିଜ୍ୟ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଅନ୍ୟମନସ୍କ ରହିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା

ବିଛା : ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଚାକିରିରେ ସ୍ଥାୟିତ୍ବ ବଢିବ। ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟରେ ସଫଳ ହେବେ। ଶିକ୍ଷାର୍ଥୀ ଦୃଢମନା ହେବେ | ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

ଧନୁ : ଦୁଃ ସାହସିକ ଭିତ୍ତିରେ କାର୍ଯ୍ୟ ତୁଲାଇବେ। ଦାମ୍ପତ୍ୟରେ ସୁଖୀ ରହିବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ । ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ମକର : ଦିନଟି ଚଳଚଞ୍ଚଳ ରହିବେ। ରାଜନୀତିରେ ପ୍ରସିଦ୍ଧି ବଢିବ। ମହିଳାମାନେ ଯଶକୀର୍ତ୍ତି ପାଇବେ।ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଅସ୍ଥିର ରହିବେ | ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ

କୁମ୍ଭ : କର୍ମକ୍ଷେତ୍ରରେ ବ୍ୟୟବହୁଳତା ରହିବ। ମହିଳାମାନେ ଚିନ୍ତାରେ ରହିବେ । ପରିବହନ ଓ ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ କର୍ତ୍ତବ୍ୟ ପରାୟଣ ହେବେ | ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ

ମୀନ : ଚତୁରତା ଦ୍ଵାରା କାର୍ଯ୍ୟ ହାସଲ କରିବେ । ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟରେ ସଫଳତା ମିଳିବ । ଶିକ୍ଷାର୍ଥୀ ଦୃଢ଼ମନା ରହିବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍

Leave A Reply

Your email address will not be published.