ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୋମବାର ରାଶିଫଳ (୨୦-୦୨-୨୦୨୩)

ମେଷ: ମାନସିକ ଅବସାଦ କାରଣରୁ ସଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ। ଘରୋଇ ସମସ୍ୟା ବୃଦ୍ଧି ପାଇପାରେ। ସକାରାତ୍ମକ ପରିବେଶ ପାଇଁ ଛାତ୍ରଛାତ୍ରୀମାନେ ସଫଳତା ପାଇବେ।

ବୃଷ: ପ୍ରିୟଜନଙ୍କ ପାଇଁ ବ୍ୟତିବ୍ୟସ୍ତ ହେବେ। ଜୀବନସାଥୀଙ୍କ ସହ ଅଧିକ ସମୟ କଟାଇବେ। ମାନସିକ ଶାନ୍ତି ପାଇଁ ସାଙ୍ଗସାଥୀଙ୍କ ସହ ବୁଲାବୁଲି କରିବେ। ଗୁରୁଜନଙ୍କ ସ୍ବାସ୍ଥ୍ୟରେ ଅବନତି ଦେଖାଦେଇପାରେ।

ମିଥୁନ: ମଉଜ ମସ୍ତିରେ ସମୟ କଟିବ। ଦିନଟିରେ ଆର୍ଥିକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିପାରେ। କର୍ମସ୍ଥଳୀରେ ସମୟ ପୂର୍ବରୁ କାର୍ଯ୍ୟ ସମାପନା କରିବେ। ବ୍ୟବସାୟିକ କାର୍ଯ୍ୟରେ ଦୂରଯାତ୍ରା କରିପାରନ୍ତି।

କର୍କଟ:ମନରେ ନୂତନ ଭାବନାର ସଞ୍ଚାର ହେବ। ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହି ନିଜକୁ ଅଣଦେଖା କରିବେ। କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ।

ଏଥିସହିତ ପଢ଼ନ୍ତୁ

ସିଂହ: ସାହସର ସହ ଭିତ୍ତିରେ କାର୍ଯ୍ୟ ତୁଲାଇବେ। ରାଜନୀତିରେ ଶତ୍ରୁ ପ୍ରଶମିତ ହେବେ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ।

କନ୍ୟା: ଦିନଟିରେ ଚଳଚଞ୍ଚଳ ରହିବେ। ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ। ରାଜନୀତିରେ ସହଯୋଗ ପାଇବେ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ସଫଳତା ପାଇବେ।

ତୁଳା: ଦିନଚର୍ଯ୍ୟା ବିଳାସମୟ ରହିବ। ରାଜନୀତିରେ ସୁନାମ ପାଇବେ। ମହିଳାମାନେ ସୁଖୀ ରହିବେ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ।

ବିଛା: ବହୁଚେଷ୍ଟା କରି ସଫଳ ହେବେ। ଚାକିରିରେ ନିଷ୍ଠା ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ।

ଧନୁ: ଅସ୍ଥିରତା କାରଣରୁ କାର୍ଯ୍ୟତ୍ରୁଟି କରିପାରନ୍ତି। ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟ ପ୍ରତିକୂଳ ରହିବ। ଶିକ୍ଷାର୍ଥୀମାନେ ବିରକ୍ତିମନା ରହିବେ।

ମକର: କୌଣସି କାର୍ଯ୍ୟରେ ଜୀବନସାଥୀଙ୍କ ପରାମର୍ଶ ଲୋଡ଼ିବେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମର ଫଳ ମିଳିବ। ଦେହ ଓ ମନ ଭଲ ରହିବ। ଅସହାୟ ବ୍ୟକ୍ତିଙ୍କୁ ସାହାଯ୍ୟ କରି ସନ୍ତୋଷ ପାଇବେ।

କୁମ୍ଭ: ପାରିବାରିକ ବୁଝାମଣା ଉତ୍ତମ ରହିବ। କର୍ମକ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ କରିବେ । ଦାମ୍ପତ୍ୟ ଜୀବନରେ ମଧୁର ସମ୍ପର୍କ ରହିବ। ମହିଳାମାନେ ପ୍ରସନ୍ନ ରହିବେ। ଦୀର୍ଘଦିନର ସମସ୍ୟା ଭିନ୍ନ ମୋଡ଼ ନେବ।

ମୀନ: ଉଚ୍ଚସ୍ଥନ କର୍ମଚାରୀଙ୍କ ସହଯୋଗ ପାଇବେ। ମନର କଥାକୁ ଗୋପନ ରଖି କଷ୍ଟ ପାଇବେ। କର୍ମକ୍ଷେତ୍ରରେ ବିଷମ ପରିସ୍ଥିତି ରହିବ। ଗୁରୁଜନଙ୍କର ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ।

Leave A Reply

Your email address will not be published.