ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୋମବାର ରାଶିଫଳ (୨୫-୦୪-୨୦୨୨)

ମେଷ:ସମାଜରେ ଉତ୍ତମ ଆସନରେ ଅଳଂକୃତ ହେବେ। ଚାକିରିରେ ସ୍ଥାୟିତ୍ବ ବୃଦ୍ଧି ପାଇବ। ରାଜନୀତିରେ ପ୍ରଭାବଶାଳୀ ରହିବେ। ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍‌।

ବୃଷ: କାର୍ଯ୍ୟସିଦ୍ଧି ଓ ସୁଖସମ୍ମାନ ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଉତ୍ତମ ଲାଭ ପାଇବେ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

ମିଥୁନ: କର୍ମକ୍ଷେତ୍ରରେ ଅପଦସ୍ତ ହେବେ। ଚାକିରିରେ ଅଭିଯୋଗ ଆସିପାରେ। ରାଜନୀତିରେ ଷଡ଼ଯନ୍ତ୍ରରେ ପ୍ରଭାବିତ ହୋଇପାରନ୍ତି। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଦୁଶ୍ଚିନ୍ତାରେ ରହିବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲ୍‌ଭର୍‌।

କର୍କଟ:କର୍ମକ୍ଷେତ୍ରରେ ହତୋତ୍ସାହ ରହିବେ। ରାଜନୀତିରେ ଅପଦସ୍ତ ହୋଇପାରନ୍ତି। ମହିଳାମାନେ ସ୍ବାସ୍ଥ୍ୟ ସମସ୍ୟାରେ ପ୍ରଭାବିତ ହେବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ହତୋତ୍ସାହ ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍‌।

ଏଥିସହିତ ପଢ଼ନ୍ତୁ

ସିଂହ:ବିଭିନ୍ନ ଉପାୟରେ ଉପାର୍ଜନ କରିବେ। ଦାମ୍ପତ୍ୟରେ ସୁଖଶାନ୍ତି ପ୍ରାପ୍ତି ହେବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧିପାଇବ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍‌।

କନ୍ୟା: ଦିନଟି କର୍ମତତ୍ପର ରହିବେ। ଚାକିରିରେ ନିଷ୍ଠା ରହିବ। ରାଜନୀତିରେ ବିରୋଧୀ ପ୍ରଶମିତ ହେବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- ଗୋଲ୍‌ଡେନ୍‌।

ତୁଳା:କର୍ମକ୍ଷେତ୍ରରେ ବିଚଳିତ ରହିବେ। ଚାକିରିରେ କର୍ତ୍ତବ୍ୟରେ ଅବହେଳା ରହିବ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ବାଣିଜ୍ୟ ମାନ୍ଦା ରହିବ।ଶିକ୍ଷାର୍ଥୀ ଅାଳସ୍ୟ ରହିବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ-ଆକାଶୀ।

ବିଛା: ଦିନଟି ଚଳଚଞ୍ଚଳ ରହିବେ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ସୁନାମ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ଲାଲ୍‌।

ଧନୁ: ଚତୁରତାର ସହ କାର୍ଯ୍ୟ ତୁଲାଇବେ। ପ୍ରଶାସନିକ ଓ ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ- ୭,ଶୁଭ ରଙ୍ଗ-କଫି।

ମକର:କୌଣସି କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ବିବାଦୀୟସ୍ଥିତି ଉପୁଜିପାରେ। ବାଣିଜ୍ୟରେ ସ୍ବଳ୍ପ ଆୟ ହେବ। ଶିକ୍ଷାର୍ଥୀ ଅସ୍ଥିରମନା ରହିବେ। ଶୁଭ ଅଙ୍କ- ୩,ଶୁଭ ରଙ୍ଗ-ହଳଦିଆ।

କୁମ୍ଭ:ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ବାଣିଜ୍ୟରେ ଅାଶାଜନକ ଫଳ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ସିଲଭର୍‌।

ମୀନ: କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ସମସ୍ୟା ଘେରରେ ରହିବେ। ଚାକିରିରେ ଅଭିେଯାଗ ଆସିପାରେ। ବାଣିଜ୍ୟରେ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଅପଯଶ ପାଇବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ।

Leave A Reply

Your email address will not be published.