ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୋମବାର ରାଶିଫଳ (୨୮-୦୨-୨୦୨୨)

ମେଷ: ଦିନଟି ଅସ୍ଥିରତା ଭିତରେ କଟିବ । ରାଜନୀତିରେ ସମସ୍ୟା ଦେଖାଦେବ। ମହିଳାମାନେ ହତାଦର ହେବେ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ – ପିଙ୍କ।

ବୃଷ: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ । ରାଜନୀତିରେ ଶତ୍ରବୃଦ୍ଧି ହେବେ।  ଚାକିରିରେ ଅପଦସ୍ତ ହୋଇପାରନ୍ତି। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ | ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା।

ମିଥୁନ: ଦିନଟିରେ ସୁଖ ସନ୍ତୋଷ ପ୍ରାପ୍ତି ହେବ । ମହିଳାମାନେ ଆଦର ସମ୍ମାନ ପାଇବେ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ

କର୍କଟ: ଦୁଃସାହସିକ ସ୍ଥିତିରେ କାର୍ଯ୍ୟ ହାସଲ କରିବେ । ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଶୁଭଫଳ ପାଇବେ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୨,ଶୁଭ ରଙ୍ଗ- ଧଳା ।

ଏଥିସହିତ ପଢ଼ନ୍ତୁ

ସିଂହ: ଯୋଜନା କରି ଅସଫଳ ହେବେ। ରାଜନୀତିରେ ବିରୋଧୀ ପ୍ରଭାବିତ କରିବେ। ଚାକିରିରେ ଚାପ ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ-୩,ଶୁଭ ରଙ୍ଗ- ଗୋଲ୍ଡେନ୍ ।

କନ୍ୟା: ଉଦଯୋଗ କରି ସଫଳ ହେବେ । ଚାକିରିରେ ସହଯୋଗ ପାଇବେ । ରାଜନୀତିରେ ଲୋକପ୍ରିୟତା ବଢ଼ିବ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ।

ତୁଳା: କିଛିଟା ସମସ୍ୟା ଭିତରେ କାର୍ଯ୍ୟ ହାସଲ କରିବେ । ରାଜନୀତିରେ ସକ୍ରିୟ ହିବେ । ମହିଳାମାନେ ସମ୍ମାନ ପାଇବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବେ | ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ |

ବିଛା: ଏକ ସଙ୍ଗେ ଅସ୍ଥିରତା ଓ କାର୍ଯ୍ୟବିଳମ୍ବ ଦେଖାଦେବ । ପଡ଼ୋଶୀଙ୍କ ସହ ବୁଝାମଣା ହୋଇପାରେ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ – ହଳଦିଆ ।

ଧନୁ: ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ । ଶୁଭ ଅଙ୍କ- ୮,ଶୁଭ ରଙ୍ଗ- ବାଇଗଣୀ

ମକର:କୌଣସି କାର୍ଯ୍ୟ ପାଇଁ ଦୂରଯାତ୍ରା କରିପାରନ୍ତି। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଗ୍ରାହକ ପ୍ରିୟ ହେବେ । ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍

କୁମ୍ଭ: କାର୍ଯ୍ୟସିଦ୍ଧି ସହ ସୁଖ ସମ୍ମାନ ପ୍ରାପ୍ତି ହେବ। ବନ୍ଧୁମିଳନ ଓ ସହଯୋଗ ପାଇବେ। ରାଜନୀତିରେ ଧନ ସମ୍ମାନ ପାଇବେ। ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।

ମୀନ: କର୍ମକ୍ଷେତ୍ର ପରିସର ବୃଦ୍ଧି ପାଇବ। ମହିଳାମାନେ ରକ୍ଷଣଶୀଳା ହେବେ।ରାଜନୀତିରେ ପ୍ରତିଷ୍ଠିତ ହେବେ। ବାଣିଜ୍ୟରେ ଆୟ ଦ୍ବିଗୁଣିତ ହେବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ ୩, ଶୁଭ ରଙ୍ଗ- କ୍ରିମ୍

Leave A Reply

Your email address will not be published.