ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୪୪୧ ନୂଆ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି କରୋନା ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୪୧ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୮୮ ଜଣ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୭୯୬୪ କୁ ବୃଦ୍ଧି ପାଇଥିବା ବେଳେ ୧୦୨୫୦୨୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୪୫୮୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୫ ଜଣ ପଜିଟିଭ ରହିଛନ୍ତି।

Leave A Reply

Your email address will not be published.