ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଖରା ପାଇଁ ବଦଳିଲା ସ୍କୁଲ ସମୟ: ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ଭୁବନେଶ୍ବର: ବଦଳିଲା ସ୍କୁଲ ସମୟ । ଏପ୍ରିଲ ୨ରୁ ଏଣିକି ସକାଳୁଆ ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ସମୟରେ ପରିବର୍ତ୍ତନ କରିଛନ୍ତି ରଜ୍ଯସରକାର। ସକାଳ ୬ଟା ୩୦ରୁ ୧୦ଟା ଯାଏଁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଠପଢା ହେବ । ସେହିପରି ନବମ ଓ ଦଶମ ଶ୍ରେଣୀଙ୍କ ପାଠପଢା ସକାଳ ୭ଟାରୁ ୧୧ ଟା ଯାଏଁ ଚାଲିବ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

 

Leave A Reply

Your email address will not be published.