ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବିଦ୍ୟୁତ ସଂସ୍ପର୍ଶରେ ଆସି ମା’ ଓ ପୁଅଙ୍କ ମୃତ୍ୟୁ, ଅଜା ଗୁରୁତର

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲୋଙ୍ଘର ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି। ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମା’ ଓ ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ଅଜା ଗୁରୁତର ହୋଇଛନ୍ତି। ମୃତକ ହେଲେ ମା’ ନିବାସୀ ପାହାନ ଓ ପୁଅ ଜିତେନ୍ଦ୍ର ପାହାନ। ଗୁରୁତର ଅଜା ଭାଗି ନାହାକଙ୍କୁ ଉଦ୍ଧାର କରାଯାଇ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଘରେ କାମ କରୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିବା ଜଣାପଡ଼ିଛି।

Leave A Reply

Your email address will not be published.