ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ପାଇଁ ପୁଣି ଥରେ ଜାରି ହେଲା ନିର୍ଦ୍ଦେଶ

ଭୁବନେଶ୍ୱର: ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ସଂରକ୍ଷଣ ପକ୍ରିୟା ଆରମ୍ଭ ହୋଇଛି। ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ପାଇଁ ପୁଣି ଥରେ ନିର୍ଦ୍ଦେଶ ଦିଆଯାଇଛି। ସୀମା ପୁନଃନିର୍ଦ୍ଧାରଣ କରିବା ପାଇଁ ଜିଲ୍ଲାପାଳ ଓ ମ୍ୟୁନିସପାଲଟି କମିଶନରଙ୍କୁ ଚିଠି ଲେଖିଛନ୍ତି ପୌର ପ୍ରଶାସନ ନିିର୍ଦ୍ଦେଶକ। ଓବିସି ମାନଙ୍କ ପାଇଁ ସଂରକ୍ଷଣ ରହିବନି । ଜାନୁଆରୀ ୧୨ ତାରିଖରେ ଆପତ୍ତି ଅଭିଯୋଗ ଦାଖଲ କରିପାରିବେ। ଜାନୁଆରୀ ୧୩ ତାରିଖରେ ପୁନଃ ନିର୍ଦ୍ଧାରଣ ସୀମା ପ୍ରକାଶ ପାଇବ । କଟକ, ଭୁବନେଶ୍ୱର, ବ୍ରହ୍ମପୁର ମହାନଗର ନିଗମରେ ୫ ତାରିଖରେ ଚିଠା ସଂରକ୍ଷଣ ତାଲିକା ପ୍ରକାଶ ପାଇବ। ୧୬ ତାରିଖରେ ଏନେଇ ଆପତ୍ତି ଅଭିଯୋଗ କରିପାରିବେ ।

Leave A Reply

Your email address will not be published.