ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପାଇକରାପୁର ପାହାଡ ନିକଟରେ ହତ୍ୟାକାଣ୍ଡ: ହାଇସ୍କୁଲ ପିଅନଙ୍କୁ ପଥରରେ ଛେଚି ହତ୍ୟା କଲେ ଦୁର୍ବୃତ୍ତ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଚନ୍ଦକା ଥାନା ଅନ୍ତର୍ଗତ ପାଇକରାପୁର ପାହାଡ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପଥରରେ ଛେଚି ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରଯାଉଛି। ମୃତ ବ୍ୟକ୍ତି ଜଣଙ୍କ ନାଁ ବଂଶୀଧର ବୋଲି ଜଣାପଡ଼ିଛି। ସେ ପାଇକରାୟ ହାଇସ୍କୁଲରେ ପିଅନ ଭାବେ କାର୍ଯ୍ଯ କରୁଥିଲେ। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଏହି ଘଟଣାରେ ୪ରୁ ୫ ଜଣଙ୍କ ସମ୍ପୃକ୍ତି ଥିବା ପୁଲିସ ପ୍ରାଥମିକ ତଦନ୍ତରୁ ସନ୍ଦେହ କରୁଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ଓ ସାଇଣ୍ଟିଫକ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

Leave A Reply

Your email address will not be published.