ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ବର: ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ କରୋନା। ଏ ନେଇ ନିଜେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ  ଟ୍ବିଟ କରି ସୂଚନା ଦେଇଛନ୍ତି।


ସୂଚନା ଅନୁଯାୟୀ, ସେ ଗତକାଲି କୋଭିଡ ପରୀକ୍ଷା କରାଇଥିଲେ। ତାଙ୍କର କୋଭିଡ ରିପୋର୍ଟ ପଜିଟିଭ ଆସିଛି। ସେ ବର୍ତ୍ତମାନ ହୋମ ଆଇସୋଲେସନରେ ଅଛନ୍ତି। ଯେଉଁମାନେ ଗତ ୩ଦିନ ହେବ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କୋଭିଡ ପରୀକ୍ଷା କରାଇ ନିଅନ୍ତୁ ବୋଲି ସେ ଟ୍ବିଟ ମାଧ୍ଯମରେ କହିଛନ୍ତି।

Leave A Reply

Your email address will not be published.