ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଫେରୁଛି କଟକଣା, ନବରଙ୍ଗପୁର ଜିଲ୍ଲାରେ ଆସନ୍ତାକାଲିଠୁ ନାଇଟ୍ କର୍ଫ୍ୟୁ

ନବରଙ୍ଗପୁର: ମାଲକାନଗିରି ପରେ ନବରଙ୍ଗପୁର ଜିଲ୍ଲାରେ ଜାରି ହେଲା ନାଇଟ୍ କର୍ଫ୍ୟୁ । ଆସନ୍ତାକାଲିଠୁ ନବରଙ୍ଗପୁରରେ ନାଇଟ୍ କର୍ଫ୍ୟୁ ଜାରି କରିଛି ଜିଲ୍ଲା ପ୍ରଶାସନ । ରାତି ୮ଟାରୁ ଏହି ନାଇଟ୍ କର୍ଫ୍ୟୁ ଆରମ୍ଭ ହୋଇ ସକାଳ ୬ଟା ଯାଏଁ ବଳବତ୍ତର ରହିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ପୁନର୍ବାର କୋଭିଡ ସଂକ୍ରମଣ ବୃଦ୍ଧି ଘଟୁଥିବାରୁ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତିନେଇଛି ।

Leave A Reply

Your email address will not be published.