ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସ୍ତ୍ରୀକୁ ମାରିବାପରେ ସ୍ବାମୀର ଆତ୍ମହତ୍ଯା ଅଭିଯୋଗ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା କୋଡ଼ିଙ୍ଗା ଥାନା ବାଙ୍କୁଲି ପଞ୍ଚାୟତ ଭଣ୍ଡିମାଲ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀକୁ ହତ୍ୟା କରିବାପରେ ସ୍ୱାମୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।  ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

ସୂଚନା ଅନୁଯାୟୀ, ସ୍ତ୍ରୀ ପାର୍ବତୀ ଜାନୀଙ୍କୁ ସ୍ୱାମୀ ନୀଳଧର ଜାନୀ ଟାଙ୍ଗିଆରେ ହାଣି ହତ୍ୟା କରିଥିଲେ। ପରେ ସ୍ବାମୀ ନୀଳଧର ନିଜେ ଗଛରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ଘର ଠାରୁ ମାତ୍ର ଶହେ ମିଟର ଦୂରରେ ଏଭଳି ଅଭାବନୀୟ ଘଟଣା ଘଟିଛି । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.