ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବିଜେଡିର ଅଷ୍ଟମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା, ଭୋଗରାଇରୁ ନିର୍ବାଚନ ଲଢିବେ ଗୌତମବୁଦ୍ଧ ଦାସ

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଅଷ୍ଟମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ଅଷ୍ଟମ ପର୍ଯ୍ୟାୟରେ ୩ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।

ଭୋଗରାଇ: ଗୌତମବୁଦ୍ଧ ଦାସ

ବେଗୁନିଆ: ପ୍ରଦୀପ କୁମାର ସାହୁ

ଖୋର୍ଦ୍ଧା: ରାଜେନ୍ଦ୍ର କୁମାର ସାହୁ

ସୂଚନାଯୋଗ୍ୟ, ବିଜେଡି ବର୍ତ୍ତମାନ ସୁଦ୍ଧା ସମସ୍ତ ୨୧ ଲୋକସଭା ଓ ୧୪୪ ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ତେବେ ମୋଟ ୧୪୭ ବିଧାନସଭା ଆସନ ମଧ୍ୟରୁ ଆଉ ୩ ବିଧାନସଭା ଆସନରେ ବିଜେଡିର ପ୍ରାର୍ଥୀ ଘୋଷଣା ହୋଇନାହିଁ।

Leave A Reply

Your email address will not be published.