ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସେପ୍ଟେମ୍ବର ୧୨ରେ ହେବ ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍, କାଲିଠୁ ଅନଲାଇନ ଆବେଦନ ଆରମ୍ଭ

ନୂଆଦିଲ୍ଲୀ: କୋଭିଡ୍ କଟକଣା ଭିତରେ ସାରା ଦେଶରେ ସେପ୍ଟେମ୍ବେର ୧୨ ତାରିଖରେ NEET(UG)- ୨୦୨୧ ପରୀକ୍ଷା ଅନୁଷ୍ଠିତ ହେବ । ଏ ନେଇ କାଲି ଅପରାହ୍ନ ୫ଟାରୁ ଅନଲାଇନ୍‌ରେ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । NTA ୱେବସାଇଟ୍ ଜରିଆରେ ପରୀକ୍ଷାର୍ଥୀ ଆବେଦନ କରିବେ। ଏ ନଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପରୀକ୍ଷା ହେବାକୁ ଥିବା ସହର ସଂଖ୍ୟା ୧୫୫ରୁ ବୃଦ୍ଧି ହୋଇ ୧୯୮ କରାଯାଇଛି ।

Leave A Reply

Your email address will not be published.