ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ନିଟ୍‌-ପିଜି ପରୀକ୍ଷା ପାଇଁ ତାରିଖ ଘୋଷଣା

ନୂଆଦିଲ୍ଳୀ: ସ୍ଥଗିତ ରହିଥିବା ନିଟ୍‌-ପିଜି ପରୀକ୍ଷା ପାଇଁ ଆଜି ତାରିଖ ଘୋଷଣା କରାଯାଇଛି। ଅଗଷ୍ଟ ୧୧ ତାରିଖରେ ନିଟ୍‌ ପିଜି ପରୀକ୍ଷା ଅନୁଷ୍ଠିତ ହେବ। ନେସ୍‌ନାଲ୍‌ ବୋର୍ଡ ଅଫ୍‌ ଏକ୍‌ଜାମିନେସନ୍‌ ଇନ୍‌ ମେଡିକାଲ୍‌ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ଟିନ୍‌ ପିଜିର ଏହି ନୂଆ ପରୀକ୍ଷା ତାରିଖ ଘୋଷଣା କରିଛି।  ପରୀକ୍ଷା ୨ଟି ସିଫ୍‌ଟରେ ହେବ।

ସୂଚନା ଅନୁଯାୟୀ, ନିଟ୍‌ର ୟୁଜି ପରୀକ୍ଷାରେ ଅନିୟମିତତା ଯୋଗୁ ଜୁନ ୨୨ରେ ଅନୁଷ୍ଠିତ ହେବାକୁ ଥିବା ନିଟ୍‌ ପିଜି ପରୀକ୍ଷାକୁ ସ୍ଥଗିତ କରି ଦିଆଯାଇଥିଲା।

Leave A Reply

Your email address will not be published.