ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜଧାନୀରେ ୧୮ରୁ ୪୪ ବର୍ଷର ବ୍ୟକ୍ତିଙ୍କ ପାଇଁ ଆଜିଠାରୁ ପୁଣି ସ୍ଲଟ ବୁକିଂ

ଭୁବନେଶ୍ୱର: ୧୮-୪୪ ବ୍ୟକ୍ତିଙ୍କ ଟିକାକରଣ ପାଇଁ ଆଜିଠାରୁ ପୁଣି ଆରମ୍ଭ ହେଉଛି ସ୍ଲଟ ବୁକିଂ । ଆଜି ସନ୍ଧ୍ୟା ୬ଟାରୁ ଏହି ସୁବିଧା ଉପଲବ୍ଧ ହେବ । ଆସନ୍ତା କାଲିଠାରୁ ୨୮ ତାରିଖ ପାଇଁ ଆପଣ ବୁକିଂ କରିପାରିବେ।


ଏଥି ସହ ଅପରାହ୍ନ ୩ଟାରୁ ୬ଟା ଯାଏଁ ୪୫ ବର୍ଷରୁ ଅଧିକ ବ୍ୟକ୍ତିଙ୍କ ପାଇଁ ସ୍ଲଟ ବୁକିଂ ହେଉଛି । ଟିକାକରଣ ପାଇଁ କେନ୍ଦ୍ରକୁ ବୁକ୍ ହୋଇଥିବା ସ୍ଲଟରେ ଆସିବା ପାଇଁ ଅନୁରୋଧ କରାଯାଇଛି । ଏଥି ସହ ଆପଏଣ୍ଟମେଣ୍ଟ ସ୍ଲିପ୍ ସାଙ୍ଗରେ ଆଣିବାକୁ ବାଧ୍ୟତାମୂଳକ କରାଯାଇଛି ।

Leave A Reply

Your email address will not be published.