ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଦିଲ୍ଲୀରେ ଆଜିଠୁ ଏପ୍ରିଲ ୩୦ ତାରିଖ ଯାଏ ନାଇଟ କର୍ଫ୍ଯୁ

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି  ଦିଲ୍ଲୀରେ ରାତ୍ରକାଳୀନ କର୍ଫ୍ୟୁ ଜାରି ହୋଇଛି । ଆଜି ରାତି ୧୦ଟାରୁ ଲାଗୁ ହେବ । ଏପ୍ରିଲ ୩୦ ତାରିଖ ଯାଏ ରାତି ୧୦ଟାରୁ ସକାଳ ୫ଟା ଯାଏ ଏହି ନାଇଟ୍ କର୍ଫ୍ୟୁ ଜାରି ରହିବ । ଜରୁରୀ କାମ ନ ଥିଲେ ଘରୁ ନବାହାରିବା ପାଇଁ ନିର୍ଦ୍ଦେଶ ରହିଛି।

ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ଦିଲ୍ଲୀରୁ ୩ହଜାର ୫୪୮ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଦୈନିକ ସଂକ୍ରମଣ ବଢୁଥିବାରୁ ଲାଗିଲା କଟକଣା । ଦିଲ୍ଲୀରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୬ଲକ୍ଷ ୭୯ହଜାର ୯୬୨ । ଏବେ ୧୪ହଜାରରୁ ଅଧିକ ଆକ୍ଟିଭ୍ କେସ୍ ରହିଛି।

Leave A Reply

Your email address will not be published.