ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ ହେଲେ ନିକୁଞ୍ଜ ବିହାରୀ ଧଳ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ ହେଲେ ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ। ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି।

Leave A Reply

Your email address will not be published.