ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଓସ୍କାର ଦୌଡ଼ରେ ନୀଳମାଧବ ପଣ୍ଡାଙ୍କ ‘କାଲିର ଅତୀତ’

ଭୁବନେଶ୍ୱର : ଓଡ଼ିଶା ପାଇଁ ଗର୍ବ ଓ ଗୌରବର ବିଷୟ। ଓସ୍କାର ଦୌଡ଼ରେ ସାମିଲ ହୋଇଛି ଓଡ଼ିଆ ନିର୍ମାତା-ନିର୍ଦ୍ଦେଶକ ନୀଳମାଧବ ପଣ୍ଡାଙ୍କ ଚଳଚ୍ଚିତ୍ର ‘କାଲିର ଅତୀତ’।  ସାଧାରଣ ବର୍ଗରେ ଶ୍ରେଷ୍ଠ ଚଳଚ୍ଚିତ୍ର, ଶ୍ରେଷ୍ଠ ଅଭିନେତା, ଶ୍ରେଷ୍ଠ ନିର୍ଦ୍ଦେଶକ ଓ ଅନ୍ୟାନ୍ୟ ବିଭାଗରେ ପୁରସ୍କାର ପାଇଁ ମନୋନୀତ ହୋଇଛି। ଟ୍ବିଟ କରି ଏନେଇ ସୂଚନା ଦେଇଛନ୍ତି ନିର୍ଦ୍ଦେଶକ ନୀଳ ମାଧବ ପଣ୍ଡା

ନୀଳ ମାଧବ ପଣ୍ଡାଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘କାଲିର ଅତୀତ’ ଶ୍ରେଷ୍ଠ ଛବି, ଶ୍ରେଷ୍ଠ ଅଭିନେତା, ଶ୍ରେଷ୍ଠ ନିର୍ଦ୍ଦେଶକ ଏବଂ ଆହୁରି ଅନେକ ବର୍ଗ ପାଇଁ ଓସ୍କାର ଦୌଡ଼ରେ ସାଧାରଣ ବର୍ଗରେ ପ୍ରବେଶ କରିଛି । ଜଳବାୟୁ ପରିବର୍ତ୍ତନ ତଥା ପ୍ରାକୃତିକ ବିପର୍ୟ୍ୟୟ ସହ ସମୁଦ୍ର ଗର୍ଭରେ ହଜିଯାଉଥିବା ଓଡ଼ିଶାର ଗ୍ରାମଗୁଡ଼ିକର କାହାଣୀ ଉପରେ ଏହି ଚଳଚ୍ଚିତ୍ର ଆଧାରିତ। ଏହି ଚଳଚ୍ଚିତ୍ରଟି ଏକାଡେମୀ ସ୍କ୍ରିନିଂ ରୁମରେ ଉପଲବ୍ଧ ଏବଂ ଏହାକୁ ଭୋଟ୍ ଏବଂ ନାମାଙ୍କନ ପାଇଁ ଏକାଡେମୀ ସଦସ୍ୟମାନେ ଦେଖିବେ।

Leave A Reply

Your email address will not be published.