ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗ ଦାୟିତ୍ବ

ଭୁବନେଶ୍ବର: ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗ ଦାୟିତ୍ବ  ପ୍ରଦାନ କରାଯାଇଛି। ନବ ଦାସଙ୍କ ଦେହାନ୍ତ ପରେ ନିରଞ୍ଜନ ପୂଜାରୀଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ରାଜ୍ୟପାଳଙ୍କ ସୁପାରିଶ ପରେ ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏବେ ଅର୍ଥମନ୍ତ୍ରୀ ସହ ସ୍ୱାସ୍ଥ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇବେ ନିରଞ୍ଜନ।

Leave a comment