ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୨୦୨୧ ଖେଳରତ୍ନ ଏବଂ ଅର୍ଜୁନ ପୁରସ୍କାର ପାଇଁ ନାଁ ସୁପାରିସ: ଖେଳରତ୍ନ ପରୁସ୍କାର ଦୌଡରେ ଅଛନ୍ତି ଓଡ଼ିଶାର ପ୍ରମୋଦ ଭଗତ

ନୂଆଦିଲ୍ଲୀ: ୨୦୨୧ ଖେଳରତ୍ନ ଏବଂ ଅର୍ଜୁନ ପୁରସ୍କାର ପାଇଁ ଉଲ୍ଲେଖନୀୟ କ୍ରୀଡ଼ାବିତ୍‌ଙ୍କ ନାମ ସୁପାରିଶ କରିଛି ନ୍ୟାଶନାଲ୍‌ ସ୍ପୋର୍ଟସ୍‌ ଆୱାର୍ଡ କମିଟି । ଖେଳରତ୍ନ ପାଇଁ ମୋଟ ୧୧ ଜଣଙ୍କ ନାମ ସୁପାରିଶ କରିଥିବା ବେଳେ ୩୫ କ୍ରୀଡ଼ାବିତ୍‌ଙ୍କୁ ଅର୍ଜୁନ ପୁରସ୍କାର ଦେବା ପାଇଁ ସୁପାରିଶ କରାଯାଇଥିବା ଜଣାପଡ଼ିଛି ।

ଓଡ଼ିଶାର ବ୍ୟାଡ୍‌ମିଣ୍ଟନ ଖେଳାଳୀ ତଥା ପାରାଅଲିମ୍ପିକ୍‌ ଗୋଲ୍ଡ ବିଜେତା ପ୍ରମୋଦ ଭଗତଙ୍କ ନାମ ଖେଳରତ୍ନ ପାଇଁ ସୁପାରିଶ କରାଯାଇଛି । ସୁନୀଲ୍‌ ଛେତ୍ରୀ, ମିତାଲି ରାଜ୍‌, ନୀରଜ ଚୋପ୍ରାଙ୍କ ନାମ ମଧ୍ୟ ଖେଳରତ୍ନ ପାଇଁ ସୁପାରିଶ କରାଯାଇଛି ।

Leave A Reply

Your email address will not be published.