ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଘୋଷଣା ହେଲା ଓଡ଼ିଶା ପ୍ରଶାସନିକ ସେବା ପ୍ରିଲିମ୍‌ ପରୀକ୍ଷା ତାରିଖ

ଭୁବନେଶ୍ବର:ଓଡ଼ିଶା ପ୍ରଶାସନିକ ସେବା (OCS) ର ପ୍ରିଲିମ୍‌ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଅକ୍ଟୋବର ୧୬ ତାରିଖରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଏ ନେଇ ସୂଚନା ଦେଇଛି ଓଡ଼ିଶା ଲୋକ ସେବା ଆୟୋଗ ବା ଓପିଏସ୍‌ସି। ୨୦୨୧ ବର୍ଷ ପାଇଁ ପ୍ରକାଶ ପାଇଥିବା ବିଜ୍ଞାପନର ପରୀକ୍ଷା ହେବ। ପରୀକ୍ଷା ସଂପର୍କୀୟ ସବିଶେଷ ବିବରଣୀ ଓପିଏସ୍‌ସି ୱେବ୍‌ସାଇଟ୍‌ରୁ ମିଳିପାରିବ ବୋଲି କୁହାଯାଇଛି।

Leave A Reply

Your email address will not be published.