ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଡିସେମ୍ବର ୧ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ

ଭୁବନେଶ୍ୱର: ଡିସେମ୍ବର ୧ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଡିସେମ୍ବର ୧ ତାରିଖରୁ ୩୧ ତାରଖ ପର୍ଯ୍ଯନ୍ତ ଚାଲିବ ଏହି ଶୀତକାଳୀନ ଅଧିବେଶନ । ଚଳିତ ଅଧିବେସନରେ ମୋଟ ୩୧ଟି ଦିବସ ଥିବାବେଳେ ସେଥି ମଧ୍ୟରୁ ୫ଟି ଛୁଟି ଦିବସ ରହିଛି । ସମୁଦାୟ ୫ଟି ଛୁଟି ଦିନ ମଧ୍ୟରେ ରହିଛି ୪ଟି ରବିବାର ଏବଂ ଅନ୍ୟଟି ଏକ୍ସ ମାସ ଛୁଟି ଦିନ । ସେହିପରି ମୋଟ ୨୬ଟି କାର୍ଯ୍ଯଦିବସ ରହିଛି । ଏନେଇ ଆଜି ବିଧାନସଭା ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।

Leave A Reply

Your email address will not be published.