ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଓଏଏସ ସ୍ତରରେ ଅଦଳବଦଳ, ୨୦ ଜଣ ପ୍ରଶାସନିକ ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର

ଭୁବନେଶ୍ୱର : ରାଜ୍ୟରେ ଓଏଏସ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ୨୦ ପ୍ରଶାସନିକ ଅଧିକାରୀଙ୍କୁ ବଦଳି କରାଯାଇଥିବା ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନକୁ ବଦଳି ହୋଇଥିବା ଅଫିସରମାନଙ୍କୁ ଯଥାଶିଘ୍ର ରିଲିଭ୍ କରିବା ସହ ତୁରନ୍ତ ନିଜ ନୂତନ ସ୍ଥାନରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଜି ବଦଳି ହୋଇଥିବା ୨୦ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ଅଧିକାଂଶ ତହସିଲଦାର ଅଛନ୍ତି।

 

Leave A Reply

Your email address will not be published.